Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭସାଣିରେ ବନ୍ଧୁକ ଧରି ନାଚିଲେ କର୍ପୋରେଟର

by ସଞ୍ଜୟ ସ୍ୱାଇଁ
September 12, 2024
in Feature News
ଭସାଣିରେ ବନ୍ଧୁକ ଧରି ନାଚିଲେ କର୍ପୋରେଟର
197
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବନ୍ଧୁକ ଧରି ନାଚିଲେ ଜୀବନ ରାଉତ । ଭୁବନେଶ୍ୱର ୨୯ ନମ୍ବର ୱାର୍ଡ କର୍ପୋରେଟର ଜୀବନ ରାଉତ ଗଣେଶ ପୂଜା ବେଳେ ବନ୍ଧୁକ ଧରି ନାଚିବା ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି । ଗତକାଲି ରାତିରେ ୟୁନିଟ ୯ ଅଞ୍ଚଳରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ପ୍ରଶ୍ନ ଉଠୁଛି ଯଦି ଯୁବପିଢି ଖେଳନା ବନ୍ଧୁକ ଧରି ରିଲସ କରୁଛନ୍ତି ତେବେ ତାକୁ ନେଇ ପଚରାଉଚରା କରୁଛି ପୋଲିସ । କିନ୍ତୁ ରାଜଧାନୀର ଛାତି ଉପରେ ଜଣେ ରାଜନେତା ଏଭଳି କଲେ କେମିତି ? ପୂର୍ବରୁ ଜୀବନଙ୍କ ନାଁ ରେ ଅନେକ ମାମଲା ରହିଛି । କିଛିଦିନ ତଳେ ପଳାଶୁଣି ଛକରେ ଜଣେ ପେଟ୍ରୋଲିଂ କରୁଥିବା ପୋଲିସକୁ ମାଡ଼ ମାରି କର୍ପୋରେଟର ଜଣଙ୍କ ଗିରଫ ହୋଇଥିଲେ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!