Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ କୋଟିପତି ସହକାରୀ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
September 12, 2024
in Crime, State
ବନ୍ଧା ହେଲେ କୋଟିପତି ସହକାରୀ ଯନ୍ତ୍ରୀ
85
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ସହକାରୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ୱାଇଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ପ୍ରସନ୍ନଙ୍କ ଭଞ୍ଜନଗର ବାଗଦେବୀ ରୋଡରେ ଥିବା ଦୁଇଟି ତିନି ମହଲା ଘର,ବ୍ରହ୍ମପୁର ତୁଳସୀନଗରର ୪ ମହଲାବିଶିଷ୍ଟ ବିଲଡିଂ,ଭଞ୍ଜନଗର ରଘୁନାଥ ବିହାରରେ ଥିବା ଜଣେ ସଂପର୍କୀୟଙ୍କ ଘର,ବାଗଦେବୀ ରୋଡରେ ଥିବା ତାଙ୍କର ଜଣେ ଭାଇଙ୍କ ଘର,ଭଞ୍ଜନଗର ଅଫିସ୍ ଓ ଲୁଡୁଲୁଡିରେ ଥିବା ପୈତୃକ ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ୬ଟି ବହୁତଳ କୋଠା ଠାବ କରାଯାଇଥିଲା। ଯାହାର ଆନୁମାନିକ ମୂଲ୍ୟ ୨କୋଟି ୪୦ଲକ୍ଷ ହେବ। ସେହିପରି ବ୍ରହ୍ମପୁରର ତୁଳସୀ ନଗରରେ ଏକ ୪ ମହଲା କୋଠା ଠାବ କରିଥିଲା ଭିଜିଲାନ୍ସ। ଯାହାର ମୂଲ୍ୟ ପ୍ରାୟ ୨ କୋଟି ୪୦ ଲକ୍ଷ ଟଙ୍କା ହେବ। ଏଥିସହ କନିଷ୍ଠ ଯନ୍ତ୍ରୀଙ୍କଠାରୁ ୨ଟି ୩ ମହଲା କୋଠା, ୨ଟି ୨ମହଲା କୋଠା, ୫ଟି ପ୍ଲଟ୍ ନଗଦ ୨୩ ଲକ୍ଷ ୯୪ ଲକ୍ଷ ଟଙ୍କା ସମେତ ୨୦୦ଗ୍ରାମ ସୁନା ବି ଜବତ କରାଯାଇଥିଲା। ପ୍ରସନ୍ନ ଠୁଳ କରିଥିବା ସମ୍ପତ୍ତି ବାବଦରେ ଭିଜିଲାନ୍ସ କନିଷ୍ଠ ଯନ୍ତ୍ରୀଙ୍କୁ ପଚରାଉଚରା କରିଥିଲା। ହେଲେ ସମସ୍ତ ସମ୍ପତ୍ତି ବିଷୟରେ ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ କନିଷ୍ଠ ଯନ୍ତ୍ରୀ। ଭିଜିଲାନ୍ସ ଆଜି ପ୍ରସନ୍ନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!