Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିମାନ ବନ୍ଦରରୁ ଜବତ ହେଲା ୨୦ କେଜି ସୁନା

by ସଞ୍ଜୟ ସ୍ୱାଇଁ
September 13, 2024
in Crime, State
ବିମାନ ବନ୍ଦରରୁ ଜବତ ହେଲା ୨୦ କେଜି ସୁନା
145
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୁଣି ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ଜବତ ହେଲା ୨୦ କେଜି ସୁନା। ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ସୁନା ଜବତ କରିଛି CT & GST। ଏହି ମାମଲାରେ କିଛି ବ୍ୟବସାୟୀଙ୍କୁ ପଚରାଉଚରା କରାଯାଇଛି। ୨୦କେଜି ସୁନାରୁ ୧୬କେଜି ସୁନାର ହିସାବ ଆପାତତ ଠିକ୍ ଥିବା ବେଳେ ୪କେଜି ସୁନାର ହିସାବ ମେଳ ଖାଉନାହିଁ। ସଂପୃକ୍ତ ବ୍ୟବସାୟୀଙ୍କୁ ଡାକି ପଚରାଉଚରା କରାଯାଉଛି। ଭୁବନେଶ୍ୱରର ୫ ବ୍ୟବସାୟୀ ଏହି ସୁନା ଆଣିଥିବା ବେଳେ କଳାହାଣ୍ଡି ଓ ଅନୁଗୋଳ ଆଦି ଅଞ୍ଚଳର ବ୍ୟବସାୟୀଙ୍କ ପାଖକୁ ଏହି ସୁନା ଯାଉଥିବା ଜଣାଯାଇଛି। ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରେ ସୁନା ଆସୁଥିବା CT & GST କୌଣସି ସୁତ୍ରରୁ ଖବର ପାଇଥିଲା। ପରେ CT & GSTର ଟିମ୍ ବାହାରେ ଛକି ରହିଥିଲା। ଜଣେ ବ୍ୟକ୍ତି ୨୦ କେଜି ସୁନା ଧରି ବିମାନ ବନ୍ଦରରୁ ବାହାରି ବେଳେ CT & GST ଟିମ୍ ମାଡ଼ି ବସିଥିଲେ। ବାଣୀବିହାରରେ ଥିବା CT & GST ଅଫିସକୁ ନେଇ ପଚରାଉଚରା କରାଯାଇଥିଲା। ୨୦କେଜି ସୁନାରୁ ୧୬କେଜି ସୁନାର ହିସାବ ଆପାତତ ଠିକ୍ ଥିବା ବେଳେ ୪କେଜି ସୁନାର ହିସାବ ମେଳ ଖାଇନଥିଲା। ଯାହାକୁ ନେଇ CT & GST ଟିମ୍‌ ଖୋଳତାଡ଼ ଆରମ୍ଭ କରିଛି। ଏହା ସୁନା ରାଜସ୍ଥାନରୁ ଆସିଥିବା ବେଳେ ତଦନ୍ତ ଜାରି ରହିଥିବା CT GST ସୂତ୍ରରୁ ଜଣାପଡ଼ିଛି। ଗତ ୨୬ ତାରିଖରେ ମଧ୍ୟ ୩୦କେଜି ସୁନା, ୨୦୦କେଜି ରୁପା CT &GST ଭୁବନେଶ୍ୱର ବିମାନ ବନ୍ଦରରୁ ଜବତ କରିଥିଲା। ଯାଞ୍ଚ ପରେ କିଛି ବ୍ୟବସାୟୀଙ୍କୁ ନୋଟିସ କରାଯାଇଥିଲା। ଏନେଇ ଏବେ ବି ତଦନ୍ତ ଜାରି ରହିଛି। ପାର୍ବଣ ଋତୁ ଥିବାରୁ ବ୍ୟବସାୟୀ ଅଧିକ ସୁନା ବ୍ୟବସାୟ ପାଇଁ ଆଣୁଥିବା ଜଣାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!