Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ପ୍ରଶାସକଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
October 21, 2020
in Nayagarh
ପୂର୍ବତନ ପ୍ରଶାସକଙ୍କ ପରଲୋକ
528
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଅବସରପ୍ରାପ୍ତ ପ୍ରଶାସକ ଗଗନ ବିହାରୀ ପଟ୍ଟନାୟକଙ୍କ ଗତକାଲି ରାତିରେ ପରଲୋକ ଘଟିଛି । ଓଙ୍ଗ଼ିଶା ସରକାରଙ୍କ ପୂର୍ତ୍ତ ବିଭାଗର ଯୁଗ୍ମ ସଚିବ ଭାବେ କାର୍ଯ୍ୟକରି ଅବସର ଗ୍ରହଣ କରିଥିବା ସ୍ୱର୍ଗତ ପଟ୍ଟନାୟକଙ୍କର ଆଜି ସତ୍ୟ ନଗର ସ୍ମଶାନରେ ଶେଷକୃର୍ତ୍ତ୍ୟ ସଂମ୍ପର୍ଣ୍ଣ ହୋଇଛି । ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଖବରଗାଡ଼ିଆ ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ସ୍ୱର୍ଗତ ପଟ୍ଟନାୟକଙ୍କ ମୃତ୍ୟୁକୁ ନେଇ ଅଂଚଳରେ ଶୋକର ଛାୟା ଖେଳି ଯାଇଛି । ନୟାଗଡ଼ ଜିଲ୍ଲା ସମାଜ ଜିଲ୍ଲା ପ୍ରତିନିଧି ରବିନ୍ଦ୍ର ପଟ୍ଟନାୟକଙ୍କ ବଡ଼ ଭାଇ ଶ୍ରୀଯୁକ୍ତ ଗଗନ ବିହାରୀ ପଟ୍ଟନାୟକ ଅବସର ପରେ ୫ଟି ପୁସ୍ତକ ରଚନା କରି ନିଜର ସାହିତ୍ୟ ସୃଷ୍ଟିକୁ ସମୃଦ୍ଧ କରିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!