Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ନୋଟ୍ ଜବତ ଘଟଣା, ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

by ସଞ୍ଜୟ ସ୍ୱାଇଁ
October 21, 2020
in Nayagarh
ନକଲି ନୋଟ୍ ଜବତ ଘଟଣା, ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ
585
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଟାଉନଥାନା ପୁଲିସ ଦ୍ୱାରା ଗତକାଲି ନକଲି ନୋଟ ଏବଂ ନିର୍ମାଣ ସାମଗ୍ରୀ ଜବତ ଘଟଣାରେ ଆଜି ପୁଲିସ ମୁଖ୍ୟ ଅଭିଯୁକ୍ତ ଖଣ୍ଡପଡ଼ା ଥାନା କୋସକା ଫାଣ୍ଡି ଅନ୍ତର୍ଗତ ଶରଧାପୁର ଗ୍ରାମର ଦିବ୍ୟରଂଜନ ହୋତା ଏବଂ ସହଯୋଗୀ ଫତେଗଡ଼ ଥାନା ବାଲିଆପଟା ଗ୍ରାମର ଅରୁଣ ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅନ୍ୟପକ୍ଷେ, ଅଭିଯୁକ୍ତ ଦିବ୍ୟରଂଜନ ତାଙ୍କର ଏହି ନକଲି ନୋଟ କାରବାର ଦୀର୍ଘଦିନ ଧରି ଚଳାଇ ଆସୁଥିବାରୁ ସହରରେ ଏହା ବ୍ୟାପକ ଭାବେ ପ୍ରଚଳିତ ହୋଇଥିବା ସନ୍ଦେହ କରାଯାଉଛି । ଏଣୁ ସହରରେ ଥିବା ବ୍ୟବସାୟ ପ୍ରତିଷ୍ଠାନ ଗୁଡ଼ିକ ଏହା ପ୍ରତି ସଚେତନ ହେବା ଆବଶ୍ୟକ ହୋଇପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!