Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣା: ବନଖଣ୍ଡ ଅଧିକାରୀ ନାଁରେ ଆସିଲା ଅଭିଯୋଗ

by ସଞ୍ଜୟ ସ୍ୱାଇଁ
September 19, 2024
in Crime, State
ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣା: ବନଖଣ୍ଡ ଅଧିକାରୀ ନାଁରେ ଆସିଲା ଅଭିଯୋଗ
79
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ସରକାରୀ କ୍ୱାର୍ଟର୍ସରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ଘଟଣା। ରାୟଗଡ଼ା ବନଖଣ୍ଡ ଅଧିକାରୀ ନାଁରେ ଆସିଲା ଅଭିଯୋଗ। ମୃତକଙ୍କ ଭାଇ ରବିନାରାୟଣ ରାୟଗଡ଼ା ବନଖଣ୍ଡ ଅଧିକାରୀ ଦେବେନ୍ଦ୍ର ବେହେରାଙ୍କ ନାଁରେ ଟାଉନ ଥାନାରେ ଏତଲା ଦେଇଛନ୍ତି। ବନଖଣ୍ଡ ଅଧିକାରୀ ଦେବେନ୍ଦ୍ର ବେହେରା ସଞ୍ଜୟଙ୍କୁ ମାନସିକ ନିର୍ଯାତନା ଦେବା ସହ ସବୁବେଳେ ପିସି ମାଗୁଥିଲେ। ନଚେତ ନିଲମ୍ବିତ କିମ୍ବା ବହିଷ୍କାର କରିବାକୁ ଧମକ ଦେଉଥିଲେ। ସଞ୍ଜୟଙ୍କ ମୃତଦେହ ନିକଟରୁ ମିଳିଥିବା ସୁଇସାଇଡ୍ ନୋଟରେ ଏହା ଦର୍ଶାଯାଇଛି ବୋଲି ରବିନାରାୟଣ ଏତଲାରେ ଉଲ୍ଲେଖ କରିଛନ୍ତି। ତେଣୁ ସଞ୍ଜୟଙ୍କ ଆତ୍ମହତ୍ୟା ପାଇଁ ବନଖଣ୍ଡ ଅଧିକାରୀ ଦାୟୀ ବୋଲି ସେ ଅଭିଯୋଗ ଆଣିଛନ୍ତି। ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସ ପ୍ରଶାସନକୁ ନିବେଦନ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!