Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭରତପୁର ଥାନା ପୁଲିସର ବର୍ବରତା, କାଲି ବିକ୍ଷୋଭ କରିବ ବିଜେଡ଼ି

by ସଞ୍ଜୟ ସ୍ୱାଇଁ
September 20, 2024
in Feature News
ଭରତପୁର ଥାନା ପୁଲିସର ବର୍ବରତା, କାଲି ବିକ୍ଷୋଭ କରିବ ବିଜେଡ଼ି
154
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଭରତପୁର ଥାନା ପୁଲିସର ବର୍ବରତା ସାରା ଦେଶର ବିବେକକୁ ଦୋହଲାଇ ଦେଇଛି। ସେଦିନ ଏଏସଓଙ୍କ ପତ୍ନୀ କାନ୍ଦିଥିଲେ ଏବଂ ଆଜି ମେଜରଙ୍କ ବାନ୍ଧବୀ ଅଙ୍କିତା କାନ୍ଦୁଥିବା ବିଜେଡି କହିଛି। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ୟ୍ୟସ୍ତ ହୋଇଛି, ଥାନା ଭିତରେ ମେଜରଙ୍କ ବାନ୍ଧବୀଙ୍କୁ ମାଡ ମାରିବା କଣ ଓଡ଼ିଆ ଅସ୍ମିତା, ସରକାରଙ୍କ ୧୦୦ଦିନ କାର୍ଯ୍ୟ ପୂରିଥିଲେ ବି ସରକାର କଣ କରୁଛନ୍ତି। ୧୦୦ଦିନର ସରକାର ଓଡ଼ିଶାର ମୁଣ୍ଡକୁ ତଳକୁ କରିଛି ବୋଲି କହିଛି ବିଜେଡି। ଘଟଣା ନେଇ ଆସନ୍ତାକାଲି ରାଜଭବନ ଆଗରେ ବିକ୍ଷୋଭ କରିବ ବିଜେଡି। ରାଷ୍ଟ୍ରପତିଙ୍କ ଉର୍ଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିବ ବିଜେଡି। ଏ ନେଇ ବିଜେଡ଼ି ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛି। ସେହିପରି ଭରତପୁର ଥାନାରେ ପହଞ୍ଚିଛନ୍ତି ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା। ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ନିଜ ଆଡୁ ମାମଲା ରୁଜୁ କରି ଥାନାରେ ପହଞ୍ଚିଛନ୍ତି ମହିଳା କମିଶନ ଅଧ୍ୟକ୍ଷା। ଘଟଣାକୁ ନିନ୍ଦା କରିବା ସହ ସେଦିନ ଥାନାରେ କଣ ଘଟିଥିଲା ପୁରା ସତ୍ୟ ଜାଣିବାକୁ ଥାନାରେ ପଚରାଉଚରା କରିଛନ୍ତି। ଶୀଘ୍ର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପିଙ୍କୁ ଚିଠି ଲେଖିଥିବା ଅଧ୍ୟକ୍ଷା କହିଛନ୍ତି। ସଠିକ୍‌‌ ଭାବେ ତଦନ୍ତ କରାଯାଇ ଦୋଷୀଙ୍କୁ ଦଣ୍ଡ ମିଳୁବୋଲି ସେ କହିଛନ୍ତି।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!