Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
September 22, 2024
in Crime, State
ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
33
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରରେ ଚାଞ୍ଚଲ୍ୟ। ଏଠାକାର ରେଳବାଇ କଲୋନୀରେ ଏକ ହତ୍ୟାକାଣ୍ଡ ଘଟିଛି।ସଂଘବଦ୍ଧ ଆକ୍ରମଣରେ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ଝିଅ ଗୁରୁତର ଥିବା ଜଣାଯାଇଛି। ଜଣେ ଦିନ ମଜୁରିଆ ଶ୍ରମିକଙ୍କୁ ୪ ଜଣ ଦୁର୍ବୃତ୍ତ ମିଶି ଲୁହା ଛଡ଼ରେ ଭୁସି ହତ୍ୟା କରିଛନ୍ତି। ଦୁର୍ବୃତ୍ତଙ୍କ ଟାର୍ଗେଟ ଥିଲେ ପୁରା ପରିବାର। ଏଣେ ମୃତକଙ୍କ ସ୍ତ୍ରୀ ଓ ଝିଅ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମୃତକ ଲୋଚନ ବଇପାରି ତଳ ଚମ୍ପୀ ଗାଁର ବୋଲି ଜଣାଯାଇଛି। ଲକ୍ଷ୍ମୀପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ବିଳମ୍ବିତ ରାତିରେ ସଂଘଠିତ ଏହି ଜଘନ୍ୟ ହତ୍ୟାକାଣ୍ଡ ସହ ସଂପୃକ୍ତ ସନ୍ଦେହରେ ୪ ଜଣଙ୍କୁ ଅଟକ ରଖି ଲକ୍ଷ୍ମୀପୁର ପୁଲିସ ପଚରାଉଚରା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!