Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଫ୍‌ ସିରପ ଜବତ, ୧୭ ଗିରଫ

by ସଞ୍ଜୟ ସ୍ୱାଇଁ
September 23, 2024
in Crime, State
କଫ୍‌ ସିରପ ଜବତ, ୧୭ ଗିରଫ
87
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ଟାଉନ ଥାନା ପୁଲିସ ୪ ହଜାରରୁ ଊର୍ଦ୍ଧ୍ୱ କଫ୍ ସିରପ ଜବତ କରିବା ସହିତ ୧୭ ଜଣଙ୍କୁ ଗିରଫ କରିଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ବରଗଡ଼ ଏସ୍‌ପି ପି. ଏସ୍ ମୀନା। ଏସ୍‌ପିଙ୍କ ସୂଚନା ଅନୁଯାୟୀ, କଫ ସିରପ ଚାଲାଣ ହେଉଥିବା ନେଇ ବରଗଡ଼ ଟାଉନ ଥାନା ପୁଲିସ ବିଶ୍ୱସ୍ତସୂତ୍ରରୁ ସୂଚନା ପାଇ ଚଢ଼ାଉ କରିଥିଲା। ଜବତ କଫ ସିରପର ମୂଲ୍ୟ ୧୧ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନଙ୍କ ଠାରୁ ୨ଟି ଚାରି ଚକିଆ ଯାନ ଓ ଗୋଟିଏ ବାଇକ୍ ଜବତ କରାଯାଇଛି। ଏହି କଫ ସିରପ କୋଲାକାତାରୁ ଆସିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବରଗଡ଼ରେ ନିଶା କାରବାରକୁ ରୋକିବାକୁ ପୁଲିସ୍ ପକ୍ଷରୁ ବ୍ୟାପକ ଚଢ଼ାଉ ଜାରି ରହିଥିବା ଏସ୍‌ପି କହିଛନ୍ତି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ୮୦୬ କେଜି ଗଞ୍ଜେଇ,୧୮ ହଜାରୁ ଊର୍ଦ୍ଧ୍ୱ କଫ୍ ସିରପ ବୋତଲ, ୫.୭ ଗ୍ରାମ ବ୍ରାଉନ୍ ସୁଗର ସହିତ ଅନ୍ୟାନ୍ୟ ନିଶାଦ୍ରବ୍ୟ ଜବତ କରାଯାଇଥିବା ନେଇ ଏସ୍‌ପି ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!