Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୀବନ ଯୁଦ୍ଧରେ ହାରିଗଲେ ଭିକାରୀ ମହମ୍ମଦ

by ସଞ୍ଜୟ ସ୍ୱାଇଁ
November 5, 2020
in Breaking, Nayagarh
ଜୀବନ ଯୁଦ୍ଧରେ ହାରିଗଲେ ଭିକାରୀ ମହମ୍ମଦ
1.7k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଡ଼ିଶାର ଅନ୍ୟତମ ସାଲବେଗ ଭିକାରି ମହମ୍ମଦ ଜୀବନ ଯୁଦ୍ଧରେ ହାରିଗଲେ l କଟକ ବଡ଼ ମେଡିକାଲରେ କିଛି ଦିନ ଧରି କୋମାରେ ଥାଇ ଚିକିତ୍ସାଧିନ ଥିବା ବେଳେ ତାଙ୍କର କୋଭିଡ ପଜିଟିଭ ବାହାରିଥିଲା l ଆଜି ଭୋର ସମୟରେ ତାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି l ଭିନ୍ନ ସମ୍ପ୍ରଦାୟର ହେଲେ ମଧ୍ୟ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ। ଯବନ ହୋଇ ମଧ୍ୟ ଖଣ୍ଡପଡା ଶ୍ରୀଜଗନ୍ନାଥ ମନ୍ଦିର ମୁକ୍ତି ମଣ୍ଡପରେ ଜୀବନ ସାରା ଜଗନ୍ନାଥଙ୍କ ଭଜନ ଜଣାଣ ପରିବେଷଣ କରି ଅପାର ଆତ୍ମସନ୍ତୋଷ ଲାଭ କରିବା ସହ ଲୋକପ୍ରିୟତା ସାଉଁଟିଛନ୍ତି। ବିଭିନ୍ନ ମଞ୍ଚରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅନେକ ଭଜନ ଜଣାଣ ଗାଇ ସମଗ୍ର ରାଜ୍ୟରେ ପ୍ରସିଦ୍ଧି ଲାଭ କରିଥିଲେ l ତାଙ୍କର ଏହି ଅକାଳ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!