Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁରେ ୧୦୬ ଜଣଙ୍କୁ ଭୂମି ପ୍ରମାଣପତ୍ର ପ୍ରଦାନ

by ସଞ୍ଜୟ ସ୍ୱାଇଁ
November 6, 2020
in Nayagarh
ଓଡ଼ଗାଁରେ ୧୦୬ ଜଣଙ୍କୁ ଭୂମି ପ୍ରମାଣପତ୍ର ପ୍ରଦାନ
1.1k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ଓଡ଼ଗାଁ ଏନଏସି ପକ୍ଷରୁ ଆଜି ଭୂମିହୀନଙ୍କୁ ଭୂମି ପ୍ରମାଣ ପତ୍ର ପ୍ରଦାନ କରାଯାଇଛି। ଜାଗା ମିଶନ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ଜିଲ୍ଲାପାଳ ଡ. ପୋମା ଟୁଡୁ, ତହସିଲଦାର ବିଜେୟୀତା ସାମନ୍ତସିଂହାର ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଆଜି ସହରାଞ୍ଚଳ ୧୦୬ ଜଣ ବସ୍ତି ବାସିନ୍ଦାଙ୍କୁ ଭୂମି ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଏଥି ସହିତ ୭୦ ଜଣଙ୍କୁ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି ଏହି କାର୍ଯ୍ୟକ୍ରମ ଏନଏସି ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ତତ୍ତ୍ଵାବଧନରେ ଆୟୋଜିତ ହୋଇଥିବା ବେଳେ କର୍ମଚାରୀମାନେ ସହଯୋଗ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଲୋକପ୍ରିୟ ନେତା ଲୋକନାଥ ସାହୁ, ବିଭୁପ୍ରସାଦ ସାହୁ ଉପସ୍ଥିତ ଥିଲେ। ଓଡ଼ଗାଁ ଅଂଚଳର ସାମଗ୍ରିକ ବିକାଶ ପାଇଁ ସମସ୍ତେ ଆଗେଇ ଆସିବା ଆବଶ୍ୟକ ବୋଲି ନେତାମାନେ ଆହ୍ବାନ ଦେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!