Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଲାଙ୍ଗୀ ପାର୍କରେ ବୃକ୍ଷରୋପଣ ଶୁଭାରମ୍ଭ

by ସଞ୍ଜୟ ସ୍ୱାଇଁ
November 7, 2020
in Nayagarh
ବଲାଙ୍ଗୀ ପାର୍କରେ ବୃକ୍ଷରୋପଣ ଶୁଭାରମ୍ଭ
766
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରରେ ନିର୍ମାଣଧିନ ବଲାଙ୍ଗୀ ପାର୍କରେ ଆଜି ବୃକ୍ଷରୋପଣ କାର୍ଯ୍ୟ ଶୁଭାରମ୍ଭ ହୋଇ ଯାଇଛି। ବନବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ଜିଲ୍ଲାପାଳ ଡ. ପୋମ ଟୁଡୁ ଯୋଗ ଦେଇ ବୃକ୍ଷରୋପଣ କରିଛନ୍ତି। ଆଜି ବଲାଙ୍ଗି ପାର୍କ ପରିସରରେ ଆମ୍ବ, ବାଉଁଶ, ବଉଳ, ବର ଆଦି ବୃକ୍ଷରୋପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି, ଅତିରିକ୍ତ ବନଖଣ୍ଡ ଅଧିକାରୀ ଅରବିନ୍ଦ ମହାନ୍ତି, ନୟାଗଡ଼ ବନାଞ୍ଚଳ ଅଧିକାରୀ ସୁଶାନ୍ତ ସ୍ୱାଇଁ ଉପସ୍ଥିତ ରହିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଲୋକନାଥ ସାହୁ, ସମାଜସେବୀ ପ୍ରମୋଦ ପଟ୍ଟନାୟକ ଏବଂ ବହୁ ଜନ ସାଧାରଣ ଉପସ୍ଥିତ ରହିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!