Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଲ ବସରେ ଭୀଷଣ ନିଆଁ,୨୫ ମୃତ

by ସଞ୍ଜୟ ସ୍ୱାଇଁ
October 1, 2024
in NATIONAL NEWS, WORLD
ସ୍କୁଲ ବସରେ ଭୀଷଣ ନିଆଁ,୨୫ ମୃତ
71
VIEWS
Share on FacebookShare on Twitter

ବ୍ୟାଙ୍କକ୍, (ବାଘୁଆବାର୍ତ୍ତା): ଥାଇଲାଣ୍ଡର ବ୍ୟାଙ୍କକରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ଘଟିଛି। ସ୍କୁଲ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ନେଇ ଯାଉଥିବା ଏକ ବସରେ ନିଆଁ ଲାଗିଯିବା ସହ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପରିବହନ ମନ୍ତ୍ରୀ ସୁରିଆ ଘଟଣାସ୍ଥଳରେ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ବସଟି କେନ୍ଦ୍ରୀୟ ଉଥାଇ ଥାନି ପ୍ରଦେଶରୁ ୪୪ ଜଣ ଯାତ୍ରୀ(ଛାତ୍ରଛାତ୍ରୀ ଓ ଶିକ୍ଷକ)ଙ୍କୁ ନେଇ ବ୍ୟାଙ୍କକ୍ ଅଭିମୁଖେ ଯାଉଥିବା ବେଳେ ମଧ୍ୟାହ୍ନରେ ରାଜଧାନୀର ଉତ୍ତର ଉପକଣ୍ଠ ପଥୁମ୍ ଥାନି ପ୍ରଦେଶରେ ନିଆଁ ଲାଗିଯାଇଥିଲା। ପରିବହନ ମନ୍ତ୍ରୀ ସୁରିଆ ଘଟଣାସ୍ଥଳରେ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ବସଟି କେନ୍ଦ୍ରୀୟ ଉଥାଇ ଥାନି ପ୍ରଦେଶରୁ ୪୪ ଜଣ ଯାତ୍ରୀ(ଛାତ୍ରଛାତ୍ରୀ ଓ ଶିକ୍ଷକ)ଙ୍କୁ ନେଇ ବ୍ୟାଙ୍କକ୍ ଅଭିମୁଖେ ଯାଉଥିବା ବେଳେ ମଧ୍ୟାହ୍ନରେ ରାଜଧାନୀର ଉତ୍ତର ଉପକଣ୍ଠ ପଥୁମ୍ ଥାନି ପ୍ରଦେଶରେ ନିଆଁ ଲାଗିଯାଇଥିଲା। ଆଭ୍ୟନ୍ତରୀଣ ମନ୍ତ୍ରୀ ଅନୁତିନ ଚେରନୱିରାକୁଲ କହିଛନ୍ତି ଯେ ଘଟଣାସ୍ଥଳରେ ତଦନ୍ତ ଶେଷ ହୋଇନଥିବାରୁ କର୍ତ୍ତୃପକ୍ଷ ମୃତକଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ନିଶ୍ଚିତ କରିପାରି ନାହାନ୍ତି, କିନ୍ତୁ ବଞ୍ଚିଥିବା ଲୋକଙ୍କ ସଂଖ୍ୟାକୁ ଆଧାର କରି ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ବଞ୍ଚିଥିବା ପିଲାମାନଙ୍କ ମଧ୍ୟରୁ କେତେକ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଥିବା ଜଣେ ଉଦ୍ଧାରକାରୀ କହିଛନ୍ତି ଯେ ଟାୟାର ଫାଟିବା ପରେ ବସଟି ନିୟନ୍ତ୍ରଣ ହରାଇ ରାସ୍ତାର ଡିଭାଇଡରରେ ଧକ୍କା ଦେଇଥିଲା, ଫଳରେ ସେଥିରେ ନିଆଁ ଲାଗିଯାଇଥିଲା । ସୋସିଆଲ ମିଡିଆରେ ପୋଷ୍ଟ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି ଯେ ପୂରା ବସକୁ ଜଳୁଛି ଏବଂ ସେଥିରୁ କଳା ଧୂଆଁ ବାହାରୁଛି। ଛାତ୍ରଛାତ୍ରୀଙ୍କ ବୟସ ଓ ଅନ୍ୟାନ୍ୟ ବିବରଣୀ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଥିବା ଜଣେ ଉଦ୍ଧାରକାରୀ କହିଛନ୍ତି ଯେ ଟାୟାର ଫାଟିବା ପରେ ବସଟି ନିୟନ୍ତ୍ରଣ ହରାଇ ରାସ୍ତାର ଡିଭାଇଡରରେ ଧକ୍କା ଦେଇଥିଲା, ଫଳରେ ସେଥିରେ ନିଆଁ ଲାଗିଯାଇଥିଲା । ତେବେ ସରକାରୀ ତଦନ୍ତ ରିପୋର୍ଟ ଆସିବା ପରେ ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ିବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!