Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମର୍ଣ୍ଣିଂୱାକ୍ କରୁଥିଲେ ଆର୍‌ଜେଡି ନେତା, ଦୁର୍ବୃତ୍ତ ମାରିଦେଲେ ଗୁଳି

by ସଞ୍ଜୟ ସ୍ୱାଇଁ
October 3, 2024
in Crime, NATIONAL NEWS
ମର୍ଣ୍ଣିଂୱାକ୍ କରୁଥିଲେ ଆର୍‌ଜେଡି ନେତା, ଦୁର୍ବୃତ୍ତ ମାରିଦେଲେ ଗୁଳି
58
VIEWS
Share on FacebookShare on Twitter

ବିହାର, (ବାଘୁଆବାର୍ତ୍ତା): ମର୍ଣ୍ଣିଂଓ୍ୱାକ୍‌ରେ ଯାଇଥିବା ଆର୍‌ଜେଡି ନେତାଙ୍କୁ ଗୁଳିମାଡ଼। କିଛି ଅପରାଧି ବାଇକ୍‌ରେ ଆସି ତାଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ଆର୍‌ଜେଡି ନେତା ଜଣକ ଗୁରୁତର ହୋଇଛନ୍ତି। ବିହାରର ମୁଙ୍ଗେରରେ ଘଟିଛି ଏଭଳି କିଛି ଅପରାଧିକ ଘଟଣା। ସୂଚନା ମୁତାବକ, ଆଜି ସକାଳୁ ରାଷ୍ଟ୍ରୀୟ ଜନତା ଦଳର ବରିଷ୍ଠ ନେତା ତଥା ରାଜ୍ୟ ସାଧାରଣ ସମ୍ପାଦକ ପଙ୍କଜ ଯାଦବଙ୍କ ଉପରକୁ ଗୁଳିମାଡ଼ ହୋଇଛି। ସେ ମର୍ଣ୍ଣିଂଓ୍ୱାକ୍‌ରେ ଯାଇଥିଲେ। ଏହି ସମୟରେ କିଛି ଅପରାଧି ଆସି ତାଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ସେ ଚେତାଶୂନ୍ୟ ହୋଇପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ତାଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ତାଙ୍କ ଚିକିତ୍ସା ଜାରି ରହିଛି। ସେପଟେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଜାରି ରଖିଛି। ଅପରାଧିଙ୍କୁ ଧରିବା ପାଇଁ ପୁଲିସ ତଦନ୍ତ ଜାରି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!