Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ନାଗରିକଙ୍କ ସ୍ଥାୟୀ ଗୃହ ନିମନ୍ତେ ଶୁଭ ପ୍ରଦାନ

by ସଞ୍ଜୟ ସ୍ୱାଇଁ
November 16, 2020
in Nayagarh
ବରିଷ୍ଠ ନାଗରିକଙ୍କ ସ୍ଥାୟୀ ଗୃହ ନିମନ୍ତେ ଶୁଭ ପ୍ରଦାନ
730
VIEWS
Share on FacebookShare on Twitter

ଓଡ଼ଗାଁ (ବାଘୁଆବାର୍ତ୍ତା): ବରିଷ୍ଠ ନାଗରିକଙ୍କୁ ସମାଜରେ ସମ୍ମାନର ସହ ବଂଚିବାକୁ ଦେବା ସହ ସଦାସର୍ବଦା ନୟାଗଡ଼ ଵିଧାୟକ ତଥା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରାଥମିକତା ଦେଇ ଆସିଛନ୍ତି । ଶରଧାପୁର ,କୋରପିଠା,ସାକେରି ଏବଂ ମଗରବନ୍ଧ ଆଦି ଗ୍ରାମପଂଚାୟତର ପ୍ରାୟ ୬୦ରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ଆଜି ସ୍ଥାୟୀ ଘର ନିର୍ମାଣ ପାଇଁ ଶରଧାପୁର ବାଉଁଶଗାଡ଼ିଆ ଛକଠାରେ ନିମନ୍ତେ ଶୁଭ ପ୍ରଦାନ କରାଯାଇଅଛି । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟ ଲୋକନାଥ ସାହୁ ଯୋଗ ଦେଇ କରୋନା କାଳରେ ବରିଷ୍ଠ ନାଗରିକଙ୍କ ଯତ୍ନ ନେବାକୁ ଆହ୍ୱାନ ଦେଇଛନ୍ତି ଦେବା ସହ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କାରଣରୁ ବରିଷ୍ଠ ନାଗରିକମାନେ ଅସୁରକ୍ଷିତ ଅବସ୍ଥାକୁ ଚାଲିଆସନ୍ତି । ତେଣୁ ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ନିଶ୍ଚିତ କରିବାକୁ ଆହ୍ୱାନ ଦେଇଛନ୍ତି ।ଆଜିର କାର୍ଯ୍ୟକ୍ରମରେ ଶରଧାପୁର ସରପଞ୍ଚ ଶ୍ରୀଧର ଦଳେଇଙ୍କ ସମେତ ସ୍ବେଚ୍ଛାସେବୀ ସମୀର କୁମାର ରାଉତଙ୍କ ସମେତ ୪୦ରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!