Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିସିଟିଭିରେ ଗାମୁଛା ଗୁଡାଇଦେଲେ, ଲୁଟିନେଲେ ସୁନାଗହଣା

by ସଞ୍ଜୟ ସ୍ୱାଇଁ
October 4, 2024
in Crime, State
ସିସିଟିଭିରେ ଗାମୁଛା ଗୁଡାଇଦେଲେ, ଲୁଟିନେଲେ ସୁନାଗହଣା
133
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): କେହି ନ ଥିବାର ସୁଯୋଗ ନେଇ ଘରେ ପଶିଲେ ଲୁଟେରା। ପରେ ଘରେ ଲାଗିଥିବା ସିସିଟିଭି କ୍ୟାମେରାରେ ଗାମୁଛା ଗୁଡ଼ାଇ ଘରୁ ଲୁଟିନେଲେ ୨୦ରୁ ହଜାରରୁ ଅଧିକ ଟଙ୍କା ଓ ସୁନା ଗହଣା। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ଗଡ଼ସାହି ଗାଁରେ। ଘରେ ପଶି ଟଙ୍କା ପଇସା ଦୁର୍ବୃତ୍ତମାନେ ଲୁଟି ନେଇଥିବା ଥାନାରେ ଅଭିଯୋଗ କରିଛନ୍ତି ଘର ମାଲିକ। ଗଡ଼ସାହି ଗ୍ରାମର ନାରାୟଣ ଦାସ ବାବୁ ଗତ ୨୮ ତାରିଖ ଆଖି ଅପରେସନ ପାଇଁ ଭୁବନେଶ୍ୱର ଯାଇଥିଲେ। ଗତକାଲି ରାତିରେ ଘରେ ପହଞ୍ଚିବା ପରେ ଘର ଗେଟ୍‌ ତାଲା ଭଙ୍ଗା ଯାଇଥିବା ଦେଖିଥିଲେ। ଏଥିସହ ଚାବି ଭଙ୍ଗାଯାଇଥିବା ବେଳେ ଘରର ଜିନିଷ ପତ୍ର ଏଣେତଣେ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏଥିସହ ଚୋରମାନେ ଘରେ ଥିବା ଆଲମାରିରୁ ନଗଦ ୨୦ ହଜାରରୁ ଅଧିକ ଟଙ୍କା ଓ ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟିନେଇଥିବା ଘର ମାଲିକ ଥାନରେ ଅଭିଯୋଗ କରିଛନ୍ତି। ଏଥିସହ ଚୋରମାନେ ଘରୁ ଚୋରି କରିବା ସମୟରେ ଘରେ ଲାଗିଥିବା ସିସିଟିଭି ଉପରେ ଗାମୁଛା ଗୁଡ଼ାଇ ଦେଇଥିବା ଜଣାଯାଇଛି। ପୁଲିସ ଆଖପାଖ ଲୋକଙ୍କୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!