Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜାରରେ ଜିଲ୍ଲାପାଳ, ବଦଳିବ ସୈାନ୍ଦର୍ଯ୍ୟକରଣ

by ସଞ୍ଜୟ ସ୍ୱାଇଁ
November 18, 2020
in Nayagarh
ବଜାରରେ ଜିଲ୍ଲାପାଳ, ବଦଳିବ ସୈାନ୍ଦର୍ଯ୍ୟକରଣ
2.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହର ସୈାନ୍ଦର୍ଯ୍ୟ କରଣ ପାଇଁ ଚାଲିଛି ଯୋଜନା । ନୟାଗଡ଼ ସହରରେ ଟ୍ରାଫିକ୍ ସମସ୍ୟା ଏବଂ ପାର୍କିଂ ସମସ୍ୟାକୁ ଦୃଷ୍ଟି ଦେଇ ଆଜି ଜିଲ୍ଲା ପ୍ରଶାସନ ଏଭଳି କିଛି ଯୋଜନା କରୁଥିବା ଜଣାଯାଇଛି । ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ, ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିୱାକର, ପୈାର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା, ପୂର୍ତ୍ତୀ ବିଭାଗ ଯନ୍ତ୍ରୀ ଏବଂ ଅନ୍ୟ କିଛି ବରିଷ୍ଠ ଅଧିକାରୀ ଆଜି ନୟାଗଡ଼ ସହର ଓଡ଼ଗାଁ ରାସ୍ତାରେ ଥିବା ରାଜୀବ ମାର୍କେଟ ଏବଂ ଜୁବୁଲି ମାର୍କେଟ ରାସ୍ତା କଡ଼ରେ ସୃଷ୍ଟି ହେଉଥିବା ପାର୍କିଂ ସମସ୍ୟା ଦେଖିବା ସହ ପାର୍କିଂ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବା, ଡ୍ରେନ ଉପରୁ ଉଠା ଦୋକାନିଙ୍କୁ ହଟେଇବା ପାଇଁ ନିର୍ଦ୍ଦେଶ ଦେଉଥିବା ଦେଖାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!