Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅତିରିକ୍ତ ତହସିଲଦାର ନିଯୁକ୍ତି ଦାବିରେ ଫାଟକ ବନ୍ଦ କଲେ ଆଇନଜୀବୀ

by ସଞ୍ଜୟ ସ୍ୱାଇଁ
November 18, 2020
in Nayagarh
ଅତିରିକ୍ତ ତହସିଲଦାର ନିଯୁକ୍ତି ଦାବିରେ ଫାଟକ ବନ୍ଦ କଲେ ଆଇନଜୀବୀ
1.1k
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା); ଓଡ଼ଗାଁ ତହସିଲ କାର୍ଯ୍ୟାଳୟରେ ଦୀର୍ଘ ୨ ବର୍ଷ ଧରି ଖାଲି ପଡିଥିବା ଅତିରିକ୍ତ ତହସିଲଦାରଙ୍କ ନିଯୁକ୍ତି ଦାବିରେ ତହସିଲ କାର୍ଯ୍ୟାଳୟ ଫାଟକ ବନ୍ଦ କରି ପ୍ରତୀକ ଧାରଣାରେ ବସିଥିଲେ ଓଡ଼ଗାଁ ବାର ଆସୋସିଏସନ ଆଇନଜୀବୀ ମାନେ । ଦୀର୍ଘ ଦିନ ଧରି ଉକ୍ତ ପଦବୀ ଖାଲି ପଡିଥିବାବେଳେ କରୋନା ଏବଂ ଅନ୍ୟାନ୍ୟ ଦାୟିତ୍ୱରେ ଥିବା ତହସିଲଦାର ଅନେକ ସମୟରେ ଅନୁପସ୍ଥିତ ରହୁଥିବାରୁ ମ୍ୟୁଟେସନ ,ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ର, ଉତ୍ତରାଧିକାରୀ ପ୍ରମାଣପତ୍ର ,ଜନ୍ମ ମୃତ୍ୟୁ ପ୍ରମାଣପତ୍ର,ଆଦି କାର୍ଯ୍ୟ ବାଧାପ୍ରାପ୍ତ ହେଉଛି ବୋଲି ବାର ଆସୋସିଏସନ ଅଧ୍ୟକ୍ଷ ପବିତ୍ର ମୋହନ ସାହୁ କହିଛନ୍ତି । ଏକ ସପ୍ତାହ ମଧ୍ୟରେ ଦାବି ପୂରଣ ନହେଲେ ଆଗାମୀ ଦିନରେ କୋଭିଡ ନିୟମ ମାନି ଶାନ୍ତିପୂର୍ଣ୍ଣ ଭାବରେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ।ଇନ୍ଦୁଭୁବନ ମିଶ୍ରଙ୍କ ସମେତ ଅନ୍ୟ ଓକିଲ ବନ୍ଧୁ ମାନେ ଖୁବ ଶ୍ରୀଘ୍ର ସମସ୍ୟାର ସମାଧାନ ପାଇଁ ଦାବି ଉପସ୍ଥାପନ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!