Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାକିସ୍ତାନ ବିପକ୍ଷରେ ଭାରତର ଜବରଦସ୍ତ ବିଜୟ

by ସଞ୍ଜୟ ସ୍ୱାଇଁ
October 6, 2024
in NATIONAL NEWS, Sports
ପାକିସ୍ତାନ ବିପକ୍ଷରେ ଭାରତର ଜବରଦସ୍ତ ବିଜୟ
97
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଚଳିତ ଟି-୨୦ ବିଶ୍ୱକପରେ ପ୍ରଥମ ବିଜୟ ହାସଲ କରିଛି ଭାରତ। ଚିର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୬ ୱିକେଟରେ ମାତ୍ ଦେଇଛି ଟିମ୍ ଇଣ୍ଡିଆ। ‘କର ବା ମର’ ସ୍ଥିତିରେ ଥିବା ଏହି ମ୍ୟାଚକୁ ସହଜରେ ଜିତି ସମ୍ମାନ ରକ୍ଷା କରିଛନ୍ତି ମହିଳା ବ୍ରିଗେଡ୍। ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଖେଳା ଯାଇଥିଲା ଏହି ହାଇଭୋଲଟେଜ୍ ମ୍ୟାଚ୍। ଟସ୍ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ମାତ୍ର ଭାରତୀୟ ବୋଲର୍ ଫତିମା ସନାଙ୍କ ନିଷ୍ପତ୍ତିକୁ ଭୁଲ୍ ପ୍ରମାଣିତ କରିଥିଲେ। ଆରମ୍ଭରୁ ଝଡ଼ାଇ ଥିଲେ ଗୋଟିଏ ପରେ ଗୋଟିଏ ୱିକେଟ୍। କୌଣସି ପାକିସ୍ତାନ ଖେଳାଳି ଭାରତୀୟ ବୋଲରଙ୍କ ଆଗରେ ବେଶି ସମୟ ତିଷ୍ଠି ପାରିନଥିଲେ। ଫଳରେ ଦଳ ନିର୍ଦ୍ଧାରିତ ଓଭରରେ ୮ ୱିକେଟ ହରାଇ ୧୦୫ ରନ୍ କରିଥିଲା। ପାକିସ୍ତାନ ପକ୍ଷରୁ କେବଳ ନିଦ୍ରା ଦାର ସର୍ବାଧିକ ୨୮ ରନ୍ କରିଥିଲେ।ଅନ୍ୟ କେହି ବଡ଼ ଅଙ୍କ ଛୁଇଁ ପାରିନଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!