Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
October 6, 2024
in Crime, State
ବେଙ୍ଗାଲୁରୁରେ ୨୧ ବର୍ଷିୟା କଲେଜ ଛାତ୍ରୀଙ୍କୁ ବଳାତ୍କାର
181
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ନାଁରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଯାଜପୁର ମଙ୍ଗଳପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଅଭିଯୁକୁଙ୍କ ଦୋକାନକୁ ଯାଇଥିବା ବେଳେ ଅଭିଯୁକ୍ତ ଜୋରଜବରଦସ୍ତ ଘର ଭିତରକୁ ଟାଣିନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୀଡ଼ିତାଙ୍କ ମାଆ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ଥାନାରେ ଅଭିଯୋଗ କରିଛନ୍ତି। ଆଇଆଇସିଙ୍କ ନେତୃତ୍ବରେ ଏକ ଟିମ ଗଠନ କରାଯାଇ ଅଭିଯୁକ୍ତ ରବିନାରାୟଣ ସାହୁକୁ ଗିରଫ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!