Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ପଞ୍ଚାୟତରାଜ ବାବୁ

by ସଞ୍ଜୟ ସ୍ୱାଇଁ
October 8, 2024
in Crime, State
ଭିଜିଲାନ୍ସ ଜାଲରେ ପଞ୍ଚାୟତରାଜ ବାବୁ
159
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପଞ୍ଚାୟତରାଜ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ରମେଶଙ୍କ ଭୁବନେଶ୍ୱର କଳିଙ୍ଗନଗରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୋଠପାଟଣା ଥିବା ୩ମହଲା ବିଶିଷ୍ଟ କୋଠା, ପୁରୀ ଖୁଣ୍ଟିଆ ବାଣପୁରରେ ଥିବା ପୈତୃକ ଘର, ୟୁନିଟ ୨ରେ ଥିବା ସରକାରୀ କ୍ୱାର୍ଟର୍ସ, ଖୋର୍ଦ୍ଧା ଟାଙ୍ଗିରେ ଥିବା ସମ୍ପର୍କୀୟ ଘର ଓ ଅଫିସ୍ ଚାମ୍ବରର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉରେ ୮ ଜଣ ଡିଏସିପି, ୩ଜଣ ଇନ୍ସପେକ୍ଟର,୧୦ ଜଣ ଏଏସ୍‌ଆଇ ସମେତ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି । ରମେଶ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!