Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା ଉପରେ ପଡ଼ିଛି ଅର୍ଦ୍ଧଦଗ୍ଧ କଟାମୁଣ୍ଡ, ପୁଲିସର ତଦନ୍ତ

by ସଞ୍ଜୟ ସ୍ୱାଇଁ
October 8, 2024
in Crime, State
ରାସ୍ତା ଉପରେ ପଡ଼ିଛି ଅର୍ଦ୍ଧଦଗ୍ଧ କଟାମୁଣ୍ଡ, ପୁଲିସର ତଦନ୍ତ
109
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ରାସ୍ତା ଉପରେ ପଡ଼ିଛି ଅର୍ଦ୍ଧଦଗ୍ଧ କଟାମୁଣ୍ଡ। ତେବ ଏହେ କଟାମୁଣ୍ଡଟି କାହାର ଜଣାପଡ଼ି ନାହିଁ। ବାଲେଶ୍ୱର ଜିଲ୍ଲାରେ ଏପରି ଘଟଣା ଦେଖିବାକୁ ମିଳିଛି। ଆଜି ସକାଳେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଅର୍ଦ୍ଧଦଗ୍ଧ କଟାମୁଣ୍ଡ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ମାଂସ ପେଣ୍ଡୁଳାଟି ଅଧା ପୋଡ଼ି ଯାଇଥିଲା। ଏନେଇ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ କଟାମୁଣ୍ଡକୁ ଜବତ କରିଛି। ତେବେ କଟା ମୁଣ୍ଡଟି କାହାର ଜଣାପଡ଼ିନାହିଁ। କଟା ମୁଣ୍ଡଟି ଛୋଟ ପିଲାର ବୋଲି ଅନୁମାନ କରାଯାଉଛି।ତେବେ କେଉଁ ପରିସ୍ଥିତିରେ ଏକ ଶିଶୁର କଟାମୁଣ୍ଡ ସେଠାକୁ ଆସିଲା ତାହା ଜଣା ପଡ଼ି ନାହିଁ। ପୁଲିସ ଓ ସାଇଣ୍ଟିଫିକ ଟିମ୍‌ ଘଟଣାର ତଦନ୍ତ କରୁଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!