Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋବାଇଲ ବନ୍ଧା ରଖି ଦେଉଥିଲେ ବ୍ରାଉନସୁଗାର

by ସଞ୍ଜୟ ସ୍ୱାଇଁ
December 18, 2020
in Nayagarh
ମୋବାଇଲ ବନ୍ଧା ରଖି ଦେଉଥିଲେ ବ୍ରାଉନସୁଗାର
936
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ମୋବାଇଲ ବନ୍ଧା ରଖି ବ୍ରାଉନସୁଗାର ଦେଉଥିବା ଜଣେ ବେପାରୀଙ୍କୁ ଆଜି ଅବକାରୀ ମୋବାଇଲ ସ୍ୱାର୍ଡ଼ ଗିରଫ କରିଛି । ବେପାରୀ ଜଣଙ୍କ ହେଲେ ଦୁର୍ଗାପ୍ରସାଦ ଗ୍ରାମର ନୀରଞ୍ଜନ ମହାରଣା । ଅବକାରୀ ବିଭାଗ ମୋବାଇଲ ସ୍ୱାର୍ଡ଼ ଏହି ବେପାରୀଙ୍କଠାରୁ ୧୫ ଗ୍ରାମ ବ୍ରାଉନସୁଗାର, ୧୪ଟି ମୋବାଇଲ ଫୋନ ଜବତ କରିଛି । ସୂଚନାନୁସାରେ, ଆଜି ତାଙ୍କୁ ସିନ୍ଦୁରିଆ ବ୍ୟାଙ୍କ ଛକଠାରୁ ଗିରଫ କରାଯାଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!