Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପାଙ୍କ ସହ ବୁଲିବାକୁ ଆସିଥିବା ବେଳେ ଶିଶୁପୁତ୍ର ଅପହରଣ

by ସଞ୍ଜୟ ସ୍ୱାଇଁ
October 11, 2024
in Crime, State
ବାପାଙ୍କ ସହ ବୁଲିବାକୁ ଆସିଥିବା ବେଳେ ଶିଶୁପୁତ୍ର ଅପହରଣ
105
VIEWS
Share on FacebookShare on Twitter

ନୂଆପଡ଼ା, (ବାଘୁଆବାର୍ତ୍ତା): ବାପାଙ୍କ ସହ ବଲାଙ୍ଗୀର ବୁଲିବାକୁ ଆସିଥିବା ବେଳେ ଗତ ୨୯ ତାରିଖରେ ଜଣେ ଶିଶୁପୁତ୍ରଙ୍କୁ ଅପହରଣ କରି ନିଆଯାଇଥିଲା। ଦୀର୍ଘ ୧୨ଦିନ ପରେ ହାଇଦ୍ରାବାଦରୁ ଅପହୃତ ଶିଶୁପୁତ୍ରଙ୍କୁ ପୋଲିସ ଉଦ୍ଧାର କରିବା ସହ ୨ଜଣ ଅଭିଯକ୍ତଙ୍କୁ ପୋଲିସ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଗତ ୨୯ ତାରିଖରେ ବାପାଙ୍କ ସହ ଶିଶୁ ପୁତ୍ର ବଲାଙ୍ଗୀର ବୁଲିବାକୁ ଆସିଥିଲେ। ହେଲେ ଶିଶୁପୁତ୍ରଙ୍କୁ କେହି ଜଣେ ଅପହରଣ କରି ନେଇଥିବା ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଜଣେ ମହିଳା ଏବଂ ପୁରୁଷ ଶିଶୁପୁତ୍ରଙ୍କୁ ଚୋରି କରି ହାଇଦ୍ରାବାଦ ନେଇ ପଳାଇଥିବା ଜଣାପଡିଥିଲା। ଏନେଇ ପୋଲିସଣ ଏକ ଟିମ୍‌ ହାଇଦ୍ରାବାଦରେ ପହଞ୍ଚି ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ମହିଳା ଏବଂ ପୁରୁଷଙ୍କୁ ଗିରଫ କରିଛି। ଉଦ୍ଧାର ଶିଶୁପୁତ୍ରଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଉଦ୍ଧାର ଶିଶୁପୁତ୍ର ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳର ବୋଲି ଜଣାପଡିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!