Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଘ ଦେଖି ଛାନିଆରେ ଦୁର୍ଘଟଣା, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
December 27, 2020
in Accident, Nayagarh
ବାଘ ଦେଖି ଛାନିଆରେ ଦୁର୍ଘଟଣା, ଜଣେ ମୃତ
1.5k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବାଘ ଦେଖି ଛାନିଆରେ ଘଟିଛି ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତି ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ସୂଚନାନୁସାରେ, ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଟାକରା ଘାଟିଠାରେ ରାସ୍ତା ଉପରେ ପଥରରେ ପିଟି ହୋଇ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ମୃତ ବ୍ୟକ୍ତି ଜଣଙ୍କ ହେଲେ ନୟାଗଡ଼ ଲକ୍ଷ୍ମୀପ୍ରସାଦ ଗ୍ରାମର ମାନସ କୁମାର ରତନ୍‌(୩୫) । ମିଳିଥିବା ସୂଚନା ଅନୁଯାୟୀ ଅପରାହ୍ଣ ପ୍ରାୟ ସାଢେ ୪ଟା ସମୟରେ ମାନସ ଏବଂ ନୟାଗଡ଼ ବୋଦାପଡ଼ା ଗ୍ରାମର କାଲୁ ମହାପାତ୍ର(୨୩) ଏକ ବାଇକ ଯୋଗେ ବୈାଦ୍ଧ ଅଭିମୁଖେ ଯାଉଥିଲେ । ମାତ୍ର କାଲୁଙ୍କ କହିବା ଅନୁଯାୟୀ ରାସ୍ତା ଉପରକୁ ହଠାତ୍ ଏକ ବାଘ ଚାଲି ଆସିଥିଲା । ଯାହାକି ହଡବଡେଇ ଯାଇ ରାସ୍ତା ପାଶ୍ୱର୍ରେ ଥିବା ପଥରରେ ବାଇକଟି ପିଟି ହୋଇ ଯାଇଥିଲା । ଉଭୟଙ୍କୁ ୧୦୮ ଯୋଗେ ଦଶପଲ୍ଲା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ମାନସଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!