Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ

by ସଞ୍ଜୟ ସ୍ୱାଇଁ
December 30, 2020
in Crime, Nayagarh
ଭିଜିଲାନ୍ସ ଜାଲରେ ଏଏସ୍‌ଆଇ
1.8k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଲାଂଚ ନେବା ପଡ଼ିଲା ମହଙ୍ଗା । ଭିଜିଲାନ୍ସ ଜାଲରେ ଶରଣକୂଳ ଥାନା ଏଏସ୍‌ଆଇ ସଂଯୁକ୍ତା ମହାପାତ୍ର । ମାମଲା ରଫାଦଫା କରିବାକୁ ଅଭିଯୁକ୍ତଙ୍କଠାରୁ ୮ ହଜାର ଟଙ୍କା ଲାଂଚ ନେବା ବେଳେ ପୂର୍ବ ଯୋଜନା ମୁତାବକ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଛି । ସୂଚନାନୁସାରେ, ଏକ ଯୌତୁକ ନିର୍ଯ୍ୟାତମା ମାମଲାରେ ଅଭିଯୁକ୍ତ ଥିବା ରଙ୍କ ବେହେରା(ମହିଳା)ଙ୍କଠାରୁ ଶରଣକୂଳ ନିକଟସ୍ଥ ଭିକାରିପଡ଼ା ଗ୍ରାମରେ ୮ ହଜାର ଟଙ୍କା ଲାଂଚ ନେବା ବେଳେ ଗିରଫ ହୋଇଥିବା ଭିଜିଲାନ୍ସ ସୁତ୍ରରୁ ଜଣାପଡ଼ିଛି । ଆସନ୍ତାକାଲି ତାଙ୍କୁ ଭିଜିଲାନ୍ସ କୋର୍ଟ ଚାଲାଣ କରା ଯିବ ବୋଲି ଜଣାଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!