Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ଆକ୍ରମଣ, ଛିଣ୍ଡିଲା ହାତ ପାପୁଲି

by ସଞ୍ଜୟ ସ୍ୱାଇଁ
October 16, 2024
in Crime, State
ଯୁବକଙ୍କୁ ଆକ୍ରମଣ, ଛିଣ୍ଡିଲା ହାତ ପାପୁଲି
124
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣରେ କଟିଗଲା ଜଣେ ଯୁବକଙ୍କ ବାମ ହାତର ପାପୁଲି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାରେ। ଆହତ ଯୁବକ ଜଣଙ୍କ ହେଲେ ବ୍ରହ୍ମପୁର ବଡ଼ବଜାର ଥାନା ଅଞ୍ଚଳରେ ଅଜିତ ନାୟକ। ଗତକାଲି ସନ୍ଧ୍ୟାରେ ୪ରୁ୫ ଜଣ ଯୁବକଙ୍କ ସହ ମଦ ପିଉଥିଲେ ଅଜିତ। କୌଣସି କଥାକୁ ସଂପୃକ୍ତ ଯୁବକଙ୍କ ସହ ଅଜିତଙ୍କର ବଚସା ହୋଇଥିଲା। ପରେ ସେମାନେ ଅଜିତଙ୍କୁ ସଂଘବନ୍ଧ ଭାବେ ଆକ୍ରମଣ କରିଥିଲେ। ଅଜିତଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ଗଭୀର ଅଘାତ ଲାଗିଛି। ଏଥିସହ ଦୁର୍ବୃତ୍ତମାନେ ଖଣ୍ଡାରେ ଅଜିତଙ୍କ ପାପୁଲିକୁ ହାଣି ଦେଇଛନ୍ତି। ପରେ ଅଜିତ ରକ୍ତ ଜୁଡ଼ୁବୁଡୁ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ବେଳେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଅଜିତ ରକ୍ତ ଜୁଡ଼ୁବୁଡୁ ଅବସ୍ଥାରେ ପଡ଼ିଥିବା ଅବସ୍ଥାରେ ପୁଲିସ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଅଜିତଙ୍କୁ କେଉଁ କାରଣ ପାଇଁ ଯୁବକମାନେ ମରଣାନ୍ତକ ଆକ୍ରମଣ କଲେ ତାର କାରଣ ଜଣାପଡ଼ିନାହିଁ। ପୂର୍ବ ଶତ୍ରୁତା ନା ଅନ୍ୟ କିଛି କାରଣ ରହିଛି ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି। ଅଜିତଙ୍କ ନାଁରେ ବହୁ ଅପରାଧିକ ମାମଲା ଥିବା ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!