Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ଷୁଦ୍ର ପଦର୍ଶନୀରେ ୧୩ ଲକ୍ଷ କାରବାର

by ସଞ୍ଜୟ ସ୍ୱାଇଁ
December 30, 2020
in Nayagarh
କ୍ଷୁଦ୍ର ପଦର୍ଶନୀରେ ୧୩ ଲକ୍ଷ କାରବାର
207
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଚଳିତ ବର୍ଷ ଜିଲ୍ଲାସ୍ତରୀୟ ପ୍ରଦର୍ଶନୀ ଓ ପଲ୍ଲିଶ୍ରୀ ମେଳା କୋଭିଡ୍ କଟକଣା ଯୋଗୁଁ ଅନୁଷ୍ଠିତ ହୋଇପାରି ନ ଥିଲା । ରାଜ୍ୟ ସରକାରଙ୍କ ଅନୁମତିକ୍ରମେ ଏକ ଛୋଟ ଧରଣର ପ୍ରଦର୍ଶନୀ ତା. ୧୦.୧୨.୨୦୨୦ରିଖ ଠାରୁ ତା. ୩୦.୧୨.୨୦୨୦ରିଖ ପର୍ଯ୍ୟନ୍ତ ନୟାଗଡ଼ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରଦର୍ଶନୀ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଓ ଓରମାସ ଦ୍ୱାରା ଆୟୋଜିତ ହୋଇଥିଲା । ଏଥିରେ ଖୋଲା ଯାଇଥିବା ଷ୍ଟଲମାନଙ୍କରେ ନୟାଗଡ଼ ଜିଲ୍ଲାର ୮ଟି ବ୍ଲକରୁ ୮ଟି, ରାୟଗଡ଼ା ଜିଲ୍ଲାରୁ ୨ଟି , କଟକ ଓ ଗଂଜାମ ଜିଲ୍ଲାରୁ ୧ଗୋଟି ଲେଖାଏଁ ସ୍ୱୟଂ ସହାୟକ ଗୋଷ୍ଠୀ ଯୋଗଦାନ କରି ସେମାନଙ୍କ ଦ୍ୱାରା ଉତ୍ପାଦିତ ଦ୍ରବ୍ୟର ବିକ୍ରୟ କରାଯାଇଥିଲା । ଆଜି ସୁଦ୍ଧା ମୋଟ ଟ.୧୩,୯୭,୨୭୫/-ର ବ୍ୟବସାୟ ହୋଇଥିଲା । ଏହି ପ୍ରଦର୍ଶନୀରେ ଯୋଗ ଦେଇଥିବା ଗ୍ରୁପ୍ ଗୁଡ଼ିକୁ ଆଜି ସନ୍ଧ୍ୟାରେ ଓରମାସ ତରଫରୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!