Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜରାଶ୍ରମରେ ପୁଅର ଜନ୍ମଦିନ ପାଳିଲେ ଉପଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
January 1, 2021
in Lifestyle, Nayagarh, State
ଜରାଶ୍ରମରେ ପୁଅର ଜନ୍ମଦିନ ପାଳିଲେ ଉପଜିଲ୍ଲାପାଳ
738
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜରାଶ୍ରମ ସମର୍ପଣରେ ପୁଅର ଜନ୍ମଦିନ ପାଳିଲେ ନୟାଗଡ଼ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ । ପୂର୍ବାହ୍ନରେ ଉପଜିଲ୍ଲାପାଳ ତ ସପରିବାର ଜରାଶ୍ରମରେ ପହଂଚି ଅନ୍ତବାସୀଙ୍କ ସହ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ତାଙ୍କ ପୁଅ ଅହସ୍କରଙ୍କ ଆଜି ୧୭ ତମ ଜନ୍ମଦିନ ଅବସରରେ ସେ ଅନ୍ତେବାସୀଙ୍କ ସହ ମିଶି ସକାଳ ଜଳଖିଆ କରିବା ସହ ରାତ୍ରି ଭୋଜନର ବ୍ୟବସ୍ଥା କରିଛନ୍ତି । ବାହ୍ୟ ଚାକଚକ୍ୟରୁ ଦୂରେଇ ଉପଜିଲ୍ଲାପାଳଙ୍କ ଏଭଳି ପଦକ୍ଷେପକୁ ସବୁ ମହଲରୁ ପ୍ରଶଂସା କରାଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!