Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୩ ଶହ ଲିଟର ଦେଶୀ ମଦ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
October 17, 2024
in Crime, Nayagarh, State
୨୩ ଶହ ଲିଟର ଦେଶୀ ମଦ ଜବତ, ୩ ଗିରଫ
323
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଅବକାରୀ ବିଭାଗର ବଡ଼ ଧରଣ ଚଢ଼ଉ । ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ଉ କରିଛି । ଚଢ଼ାଉ ସମୟରେ ବିପୁଳ ପରିମାଣର ଦେଶୀ ମଦ ଜବତ କରିବା ସହିତ ୩ ଜଣଙ୍କୁ ବାନ୍ଧିଲା ଅବକାରୀ ବିଭାଗ। ୩ ବେପାରୀ କୋର୍ଟ ଚାଲାଣ କରାଯାଇଛି। ଗୁରୁବାର ସକାଳ ସାଢେ଼ ୭ଟା ସମୟରେ କଟକ ଅବକାରୀ ଓ ଖଣ୍ଡପଡ଼ା ଅବକାରୀ ବିଭାଗ ମିଳିତ ଭାବେ ଚଢାଉ କରିଛନ୍ତି। ଅବକାରୀ ବିଭାଗର ସୂଚନା ଅନୁଯାୟୀ, ପୂର୍ବରୁ ଫତେଗଡ ଥାନା ଅନ୍ତର୍ଗତ ଭାପୁର ପଞ୍ଚାୟତ ନିହଲପ୍ରସାଦ ଗ୍ରାମରେ ଚୋରାରେ ଦେଶୀ ମଦ ପାଉଚ୍ କରି ବିକ୍ରି ହେଉଥିବା ଅଭିଯୋଗ ହେଉଥିଲା। ଅଭିଯୋଗ ଅନୁଯାୟୀ ଗୁରୁବାର ସକାଳେ ଚଢ଼ାଉ ସମୟରେ ୨୩ଶହ ଲିଟର ଦେଶୀ ମଦ, ଦୁଇଟି ମେସିନ, ଗାଡ଼ି ଜବତ କରିବା ସହିତ ୩ ଜଣଙ୍କୁ ଗିରଫ କରିଥିଲା ବେଳେ ଜଣେ ଫେରାର ହୋଇଯାଇଥିଲେ। ଗିରଫ ବ୍ୟକ୍ତି ହେଲେ ଦାଶରଥି ନାୟକ, ଅଶୋକ କୁମାର ସାହୂ ଓ ସୁଶାନ୍ତ କୁମାର ସାହୁ । ଦୀପକ କୁମାର ସାହୁ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଚଢ଼ାଉରେ କଟକ ଅବକାରୀ ଅଧିକାରୀ ଧିରେନ କୁମାର ବେହେରା,ଏସଆଇ ଦିବ୍ୟଜ୍ୟୋତି ସତ୍ୟପ୍ରକାଶ, ଏଏସଆଇ ଶ୍ରୀଧର ପଲେଇ, ମମତା ଦାଶ, ଦିବ୍ୟଜ୍ୟୋତି ସତ୍ୟପ୍ରକାଶ, ଖଣ୍ଡପଡ଼ା ଅବକାରୀ ଏସାଆଇ ଦୀପକ କୁମାର ଜେନା ପ୍ରମୁଖ ସାମିଲ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!