Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶାଗୁଆନ କାଠ ଜବତ, ଦୁଇ ଗିରଫ

by ସଞ୍ଜୟ ସ୍ୱାଇଁ
January 3, 2021
in Crime, Nayagarh
ଶାଗୁଆନ କାଠ ଜବତ, ଦୁଇ ଗିରଫ
545
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ମହୀପୁର ବନାଞ୍ଚଳ ଅନ୍ତର୍ଗତ ଶୁଳିଆ ଜଙ୍ଗଲରୁ ଗତକାଲି ରାତିରେ ୫ଟି ଶାଗୁଆନ କାଠଗଣ୍ଡି ଜବତ ହୋଇଥିବା ବେଳେ ଦୁଇ ଜଣଙ୍କୁ ବନବିଭାଗ ଗିରଫ କରିଛି । ସୂଚନାନୁସାରେ, ଶୁଳିଆ ଜଙ୍ଗଲରେ ବନପାଳ ବବୁଲ ସାହୁ, ବନରକ୍ଷୀ ଜ୍ୟୋତ୍ସାରାଣୀ ନାୟକ ଏବଂ ଅନ୍ୟକିଛି ବନକର୍ମଚାରୀ ରାଧାନାଥପୁର ଅଂଚଳରେ ପ୍ରେଟୋଲିଂ କରୁଥିବା ବେଳେ ଜଙ୍ଗଲରୁ କାଠକାଟୁଥିବା ଦେଖିଥିଲେ । ଏହି କାଠକୁ ବନକର୍ମଚାରୀମାନେ ଜବତ କରିବା ସହ ଏକତାଳ ଗ୍ରାମର ଚିରଞ୍ଜିବୀ ନାୟକ(୩୦) ଏବଂ ଅକ୍ରୁର ନାୟକ(୩୫)ଙ୍କୁ ଗିରଫ କରାଯାଇଥିବା ବନାଞ୍ଚଳ ଅଧିକାରୀ ସୁଧାଂଶୁ ଶେଖର ପଣ୍ଡା ସୂଚନା ଦେଇଛନ୍ତି । ଜବତ କାଖର ମୁଲ୍ୟ ୫ ହଜାର ଟଙ୍କା ହେବ ବୋଲି ଜଣାଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!