Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ ହେବାକୁ ମନ ବଳେଇଲେଣି ଦେଶୀ ଗର୍ଲ ପ୍ରିୟଙ୍କା!

by ସଞ୍ଜୟ ସ୍ୱାଇଁ
January 12, 2021
in Entertainment
ମା’ ହେବାକୁ ମନ ବଳେଇଲେଣି ଦେଶୀ ଗର୍ଲ ପ୍ରିୟଙ୍କା!
313
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବଲିଉଡ୍ ଅପେକ୍ଷା ହଲିଉଡ୍‌ରେ ଅଧିକ ସକ୍ରିୟ ଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଖୁବ୍‌ଶୀଘ୍ର କରିପାରନ୍ତି ପରିବାର ଯୋଜନା । ଏନେଇ ଦେଶୀଗର୍ଲ ପ୍ରିୟଙ୍କା ଯୋଜନା ଆରମ୍ଭ କରି ସାରିଲେଣି । ନିକଟରେ ଦେଶୀ ଗର୍ଲ ପ୍ରିୟଙ୍କା ନିଜର ପ୍ୟାମିଲ୍ ପ୍ଲାନିଂ ବିଷୟରେ ନିଜ ମନକଥା ପ୍ରଶଂସଙ୍କ ଆଗରେ ରଖିଛନ୍ତି । ଏକ ସାକ୍ଷାତକାରରେ ପ୍ରିୟଙ୍କା ଚୋପ୍ରା କହିଛନ୍ତି ଯେ, ସେ ୧୧ଟି ଶିଶୁର ମା’ ହେବାକୁ ଚାହୁଁଛନ୍ତି । ସେ ଏକ କ୍ରିକେଟ୍ ଟିମ୍ କରିବାକୁ ଚାହୁଁଛନ୍ତି ବୋଲି କହିଛନ୍ତି । ଏକ ଗଣମାଧ୍ୟମ ସଂସ୍ଥାକୁ ସାକ୍ଷାତକାର ଦେବା ସମୟରେ, ଦେଶୀ ଗର୍ଲଙ୍କୁ ଫ୍ୟାମିଲ୍ ପ୍ଲାନିଂ ବିଷୟରେ ପଚରାଯାଇଥିଲା । ଏହି ଉତ୍ତରରେ ଦେଶୀ ଗର୍ଲ ୧୧ଟି ଶିଶୁର ମା’ ହୋଇ କ୍ରିକେଟ୍ ଟିମ୍ କରିବେ ବୋଲି ୩୮ବର୍ଷିୟା ବଲିଉଡ୍ ଓ ହଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପ୍ରକାଶ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!