Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଶିଶୁ ନିଖୋଜ

by ସଞ୍ଜୟ ସ୍ୱାଇଁ
January 12, 2021
in Nayagarh
ପୁଣି ଶିଶୁ ନିଖୋଜ
417
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା); ଖଣ୍ଡପଡା ବ୍ଳକ ଅଧିନ କିଆଝର ଗ୍ରାମର ଲକ୍ଷ୍ମଣ ଲେଙ୍କାଙ୍କ ୬ବର୍ଷର ପୁଆ ଲୁଡୁ ମଙ୍ଗଳବାର ଅପରାହ୍ନ ୩ଟାରୁ ଘରଛାଡି କେଉଁଆଡେ ନିଖୋଜ ହୋଇଯାଇଥିବା ଜଣାଯାଇଛି । ପରିବାରବର୍ଗ ଓ ସ୍ଥାନୀୟ ବାସିନ୍ଦା ସ୍ଥାନୀୟ ଅଂଚଳର ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେହେଁ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ନିଖୋଜ ବାଳକଟିର କୈାଣସି ଖୋଜଖବର ମିଳି ପାରି ନାହିଁ । ଏନେଇ ପରିବାରବର୍ଗ ଆଶା ଆଶଙ୍କାରେ ଦିନ କାଟୁଥିବା ବେଳେ ନିଖୋଜ ବାଳକର ପିତା ଖଣ୍ଡପଡା ଥାନାରେ ସନ୍ଧ୍ୟା ୮ଟାରେ ଲିଖିତ ଅଭିଯୋଗ କରିଥିବା ଜଣାଯାଇଛି । ଅଭିଯୋଗ ଅଧାରରେ ଆଇଆଇସି ବିଶ୍ୱଜିତ ରାଉତରାୟ ସଦଳବଳେ ଘଟଣାସ୍ଥଳ ପରିଦର୍ଶନ କରିଥିବା ଖଣ୍ଡପଡା ଥାନା ସୁତ୍ରରୁ ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!