Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳାବଜାରୀ ଓ ମହଜୁଦକାରୀଙ୍କ ଉପରେ ନଜର ରଖିବାକୁ ଯୋଗାଣ ମନ୍ତ୍ରୀଙ୍କ ପରାମର୍ଶ

by ସଞ୍ଜୟ ସ୍ୱାଇଁ
October 20, 2024
in Feature News, State
କଳାବଜାରୀ ଓ ମହଜୁଦକାରୀଙ୍କ ଉପରେ ନଜର ରଖିବାକୁ ଯୋଗାଣ ମନ୍ତ୍ରୀଙ୍କ ପରାମର୍ଶ
70
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା । ଅକ୍ଟୋବର ୨୪ ତାରିଖ ସକାଳ ସୁଦ୍ଧା ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି ବୋଲି IMD ପକ୍ଷରୁ ସୂଚନା ଜାରି ହୋଇଛି । ୨୨ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବାର ପୂର୍ବାନୁମାନ କରାଯାଇଛି । ଯାହା ୨୩ ତାରିଖ ସୁଦ୍ଧା ବାତ୍ୟା ରୂପ ନେବାର ସମ୍ଭାବନା ରହିଛି । ତେବେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ନଜରରେ ରଖି କଳାବଜାରୀ ଓ ମହଜୁଦକାରୀଙ୍କ ଉପରେ ନଜର ରଖିବା ପାଇଁ ପ୍ରଶାସନ ଓ ଯୋଗାଣ ବିଭାଗକୁ ପରାମର୍ଶ ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇ ମନ୍ତ୍ରୀ କହିଛନ୍ତି ପ୍ରାକୃତିକ ବିପର୍ଯ୍ୟୟ ଆସିଲେ କିଛି ଅସାଧୁ ବ୍ୟବସାୟୀ ଓ ବ୍ୟକ୍ତି ତାର ଫାଇଦା ଉଠାଇବାକୁ ଚାହାନ୍ତି । ଏଥିପ୍ରତି ଜିଲ୍ଲାପାଳ ଓ ଯୋଗାଣ ବିଭାଗ ସତର୍କ ରହିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!