Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଛରେ ଝୁଲୁଛି ନାବାଳକର ମୃତଦେହ

by ସଞ୍ଜୟ ସ୍ୱାଇଁ
October 21, 2024
in Crime, State
ଗଛରେ ଝୁଲୁଛି ନାବାଳକର ମୃତଦେହ
21
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଗତକାଲି ଯାତ୍ରା ଦେଖିବାକୁ ଯାଇଥିଲେ ନାବାଳକ। ଆଜି ସକାଳେ ଗାଁ ନିକଟ ଗଛରୁ ମିଳିଲା ନାବାଳକଙ୍କ ଝୁଲନ୍ତା ମୃତଦେହ। ନାବାଳକଙ୍କୁ କିଏ ହତ୍ୟା କରି ଟାଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ଅଞ୍ଚଳରେ। ଗାଁରେ ଯାତ୍ରା ହେଉଥିଲା। ନାବାଳକ ଜଣଙ୍କ ଯାତ୍ରା ଦେଖିବାକୁ ଯାଇଥିଲେ, ହେଲେ ବିଳମ୍ବିତ ରାତି ପର‌୍ୟ୍ୟନ୍ତ ଘରକୁ ଫେରି ନଥିଲେ। ପରିବାର ଲୋକେ ନାବାଳକଙ୍କୁ ବହୁତ ଖୋଜାଖୋଜି କରିଥିଲେ, ହେଲେ ପାଇ ନଥିଲେ। ଆଜି ସକାଳେ ଲହୁଣିପଡ଼ା ଥାନା ଅନ୍ତର୍ଗତ ହଳଦିକାଞ୍ଚ ସ୍କୁଲ୍ ନିକଟରେ ଥିବା ବର ଗଛରେ ନାବାଳକଙ୍କ ମୃତଦେହ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଖବର ଦେବା ସହ ପୁଲିସକୁ ଘଟଣା ସଂପର୍କରେ ଜଣାଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଅନ୍ୟପକ୍ଷରେ ନାବାଳକଙ୍କୁ କିଏ ହତ୍ୟା କରି ଟାଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!