Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମକର ସଂକ୍ରାନ୍ତିରେ ଜଳଖିଆ ବିତରଣ

by ସଞ୍ଜୟ ସ୍ୱାଇଁ
January 14, 2021
in Nayagarh
ମକର ସଂକ୍ରାନ୍ତିରେ ଜଳଖିଆ ବିତରଣ
555
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବର୍ତ୍ତା): ଆଜି ମକର ସଂକ୍ରାନ୍ତି। ସେଥିପାଇଁ ନୟାଗଡ଼ କ୍ଲବ ପକ୍ଷରୁ ଆହାର କେନ୍ଦ୍ର ସମ୍ମୁଖରେ ମକର ସଂକ୍ରାନ୍ତିରେ ମାଗଣା ଜଳଖିଆ ବିତରଣ କରାଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ନୟାଗଡ଼ ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍.ଡି ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଧନରାଜ୍ ଏଚ୍.ଡିଙ୍କ ସହ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଧିରେନ୍ଦ୍ର ପଟ୍ଟନାୟକ, ଶ୍ରୀକାନ୍ତ ପଟ୍ଟନାୟକ, ଅରୁଣ ମହାନ୍ତି ଓ ନୟାଗଡ଼ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!