Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବତୀ-ଯୁବକଙ୍କ ତଣ୍ଟି କାଟି ଜଙ୍ଗଲରେ ଫିଙ୍ଗିଦେଲେ, ପହଞ୍ଚିଲେ ଏସ୍‌ପି

by ସଞ୍ଜୟ ସ୍ୱାଇଁ
October 24, 2024
in Crime, State
ଯୁବତୀ-ଯୁବକଙ୍କ ତଣ୍ଟି କାଟି ଜଙ୍ଗଲରେ ଫିଙ୍ଗିଦେଲେ, ପହଞ୍ଚିଲେ ଏସ୍‌ପି
148
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ତଣ୍ଡାମୁଣ୍ଡା ଗାଁ ନିକଟ ପତ୍ରା ଜଙ୍ଗଲରେ ଗୁରୁବାର ସକାଳୁ ଯୁବତୀ-ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ଗଳାରେ କଟା ଚିହ୍ନ ରହିଛି। ସେହିଭଳି ଯୁବକଙ୍କ ମୁହଁ ତଳକୁ ରହିଥିବା ବେଳେ ତାଙ୍କ ପ୍ୟାଣ୍ଟ ଖୋଲା ଅବସ୍ଥାରେ ରହିଛି । ପାରିପାଶ୍ୱିକ ସ୍ଥିତିରୁ ଉଭୟଙ୍କୁ କେହି ହତ୍ୟା କରି ଫିଙ୍ଗିଦେଇଥିବା ଅନୁମାନ କରାଯାଉଛି। ତେବେ ଖବର ଲେଖାଯିବା ସୁଦ୍ଧା ଉଭୟ ମୃତକଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ବଲାଙ୍ଗିର ଏସ୍‌ପି ସାଇଣ୍ଟଫିକ୍‌ ଟିମ୍‌ ସହ ହଞ୍ଚି ଛାନଭିନ ଆରମ୍ଭ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!