Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବାଣ ଜବତ

by ସଞ୍ଜୟ ସ୍ୱାଇଁ
October 26, 2024
in Crime, State
୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବାଣ ଜବତ
81
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା) : ଦୀପାବଳି ପାଇଁ ନିଜ ଗୋଦାମରେ ବିପୁଳ ପରିମାଣର ବାଣ ଗଚ୍ଛିତ କରି ରଖିଥିଲେ। ଯାହାର ଅନୁମାନିକ ମୂଲ୍ୟ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ। ହେଲେ ଏଥିପାଇଁ ପୁଲିସ୍‌ ଓ ଅଗ୍ନିଶମ ବିଭାଗ ପାଖରୁ କୌଣସି ଅନୁମତି ନେଇନଥିଲେ। ନବରଙ୍ଗପୁର ଜିଲ୍ଲା ପୁଲିସ୍‌ ଅଚାନକ ଚଢ଼ଉ କରି ସବୁ ବାଣ ଜବତ କରିଛି। ଦୀପାବଳି ପାଇଁ ଖାତିଗୁଡା ଗାଁର ଯୁବ ବ୍ୟବସାୟୀ ସୁରଜ କିଷାନ ମହାନ୍ତି ବହୁ ବାଣ ଗଚ୍ଛିତ କରି ରଖିଥିଲେ। ଯେଉଁଥିରେ ରହିଛି ରକେଟ, ଝୁରୁଝୁରି, ମରିଚ ବାଣ, ସୁତା ବାଣ, ଟାଇଗର, ବମ୍ବ ଭଳି ଭୟଙ୍କର ବାଣ। ସେ ସେଠାରେ ବିକ୍ରି ମଧ୍ୟ କରୁଥିଲେ। ତେବେ ଏଥିପାଇଁ ସେ ପ୍ରଶାସନଠାରୁ ଅନୁମତି ନେଇନଥିଲେ। ଏ ସମ୍ପର୍କରେ ବିଶେଷ ସୂତ୍ରରୁ ଖବର ପାଇ ପୁଲିସ୍‌ ଅଚାନକ ସେହି ଗୋଦାମରେ ଚଢ଼ଉ କରିଥିଲା। ଚଢଉ ବେଳେ ପର୍ଯ୍ୟନ୍ତ ପରିମାଣର ବାଣ ମିଳିଥିଲା। ପୁଲିସ୍‌ ସବୁ ବାଣ ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୪ ଲକ୍ଷ ୨୦ ହଜାର ଟଙ୍କା ହେବ। ଏଥିସହ ବ୍ୟବସାୟୀଙ୍କ ନାଁରେ ଏମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!