Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ରୋଷେୟାଙ୍କ ସ୍ୱାମୀ କଲେ ଅସଦାଚରଣ, ଥାନାରେ ଅଟକ

by ସଞ୍ଜୟ ସ୍ୱାଇଁ
October 27, 2024
in Crime, State
ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ରୋଷେୟାଙ୍କ ସ୍ୱାମୀ କଲେ ଅସଦାଚରଣ, ଥାନାରେ ଅଟକ
103
VIEWS
Share on FacebookShare on Twitter

ତେଲକୋଇ, (ବାଘୁଆବାର୍ତ୍ତା): ଓରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି । ଉକ୍ତ ବିଦ୍ୟାଳୟ ରୋଷେୟାଙ୍କ ସ୍ବାମୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ରୋଷେୟାଙ୍କ ସ୍ବାମୀ ଦଶରଥ ନାଏକଙ୍କୁ ପୋଲିସ ଅଟକ ରଖିଛି । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଓରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଅଘଟଣ ଘଟିଛି । ସୂଚନା ମୁତାବକ, ଓରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି । ଉକ୍ତ ବିଦ୍ୟାଳୟରେ ୪୦ ଶର୍ଯ୍ୟା ବିଶିଷ୍ଟ ସ୍ୱଳ୍ପ ବ୍ୟୟ ହଷ୍ଟେଲ ଥିବା ବେଳେ ସେଥିରେ ରହୁଥିବା ଅନ୍ତେବାସୀଙ୍କୁ ଉକ୍ତ ବିଦ୍ୟାଳୟର ରୋଷେୟାଙ୍କ ସ୍ବାମୀ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଏନେଇ ପୀଡିତାଙ୍କ ମା ତେଲକୋଇ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ । ଉକ୍ତ ଅଭିଯୋଗ ଆଧାରରେ ତେଲକୋଇ ଥାନା ପୋଲିସ ରୋଷେୟାଙ୍କ ସ୍ବାମୀ ଦଶରଥ ନାଏକଙ୍କୁ ଅଟକ ରଖି ପଚରାଉଚୁରା ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!