Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିସିସିଙ୍କୁ ଆକ୍ରମଣରେ ବିଜେପି ହାତ

by ସଞ୍ଜୟ ସ୍ୱାଇଁ
January 18, 2021
in Nayagarh
ପିସିସି ସଭାପତିଙ୍କ ଗାଡ଼ିକୁ ଆକ୍ରମଣ
134
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସୀମା ଲଘିଂଛି ଭାରତୀୟ ଜନତା ପାର୍ଟି । ନୟାଗଡ଼ ଯଦୁପୁର ଗାଁରେ ଭାରତୀୟ ଜନତା ପାର୍ଟିର କର୍ମୀମାନେ ଗଣମାଧ୍ୟମ ଉପରକୁ ଆକ୍ରମଣ କରିଥିବା ବେଳେ ଦୁଇ ଜଣଙ୍କୁ ପୁଲିସ୍ ଗିରଫ୍ କରିଥିଲା । ତାହା ଲୋକଙ୍କ ମନର ନଲିଭୁଣୁ, ଗତକାଲି ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଗାଡ଼ିକୁ ଆକ୍ରମଣ କରିବା ସହିତ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ । ଶ୍ରୀ ପଟ୍ଟନାୟକ ପିଏସ୍ଓକୁ ମାଡ଼ ମାରିଥିଲେ । ଆଜି ପୁଲିସ ତଦନ୍ତ ବେଳେ କେନ୍ଦୁଝର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚାର କର୍ମୀମାନେ ଆକ୍ରମଣ କରିଥିବା ଜଣାପଡିଛି । ଅଭିଯୋଗକୁ ଭିତ୍ତି କରି କେନ୍ଦୁଝର ଏସ୍ପି ଏହାର ତଦନ୍ତ କରି ସେ ବିଜେପି ଯୁବ ମୋର୍ଚ୍ଚାର ସଂପାଦକ ସଂଜୟ ମହାନ୍ତିଙ୍କ ସମେତ ୫ ଜଣଙ୍କ ନାମରେ ଏତଲା ଦିଆଯାଇଛି । ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ୍ ହୋଇଥିବା ଜଣାପଡିଛି । ବିଜେପି ହୀନ ରାଜନୀତି କରୁଛି ବୋଲି ବିଭିନ୍ନ ମହଲରେ ଆଲୋଚନା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!