Tuesday, July 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଲୁ ମେମୋରିଆଲ୍ ବ୍ୟାଟମିଣ୍ଟନ୍, ଅନୁଗୁଳ ଚାମ୍ପିଅନ୍

by ସଞ୍ଜୟ ସ୍ୱାଇଁ
January 18, 2021
in Nayagarh, Sports
ଦିଲୁ ମେମୋରିଆଲ୍ ବ୍ୟାଟମିଣ୍ଟନ୍, ଅନୁଗୁଳ ଚାମ୍ପିଅନ୍
115
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା କଇଥିଗାଡ଼ିଆ ଠାରେ ରାଜ୍ୟସ୍ତରୀୟ ଦିଲୁ ମେମୋରିଆଲ୍ ବ୍ୟାଟ୍ମିଣ୍ଟନ ୧୬ ତାରିଖରୁ ଆରମ୍ଭ ହୋଇଛି । ଏହି ଟୁର୍ଣ୍ଣାମେଣ୍ଟରେ ରାଜ୍ୟର ବିଭିନ୍ନ ଜିଲ୍ଲାର ୨୪ଟି ଦଳ ଭାଗ ନେଇଥିଲେ । ପ୍ରଥମ ଦିନରେ ନୟାଗଡ଼ ଦଳ, ସଂଘର୍ଷ କ୍ଲବ୍କୁ ହରାଇ ଫାଇନାଲ୍ରେ ପ୍ରବେଶ କରିଥିବା ବେଳେ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିବସରେ ଅନୁଗୁଳ ଦଳ, ଭଞ୍ଜନଗର ଦଳକୁ ହରାଇ ଫାଇନାଲ୍ରେ ପ୍ରବେଶ କରିଥିଲା । ଫାଇନାଲ ମ୍ୟାଚ୍ରେ ନୟାଗଡ଼ ଓ ଅନୁଗୁଳ ମଧ୍ୟରେ କଡ଼ା ଟକ୍କର ହୋଇଥିଲା । ପରିଶେଷରେ ଅନୁଗୁଳ ଦଳ ନୟାଗଡ଼କୁ ହରାଇ ଚମ୍ପିଆନ୍ ହୋଇଥିଲା । ଉକ୍ତ ଟୁର୍ଣ୍ଣାମେ ରେ ଖୁ ୁବନ୍ଧ ପ ।ୟତର ସରପଞ୍ଚ ସତ୍ୟବାନ ନାୟକ, ସମାଜସେବୀ ଗୋପୀନାଥ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିବା ସହିତ ଚମ୍ପିଆନ୍ ଅନୁଗୁଳ ଦଳ ଓ ରନର୍ସଅପ୍ ନୟାଗଡ଼ ଦଳକୁ ଟ୍ରଫି ପ୍ରଦାନ କରବା ସହିତ ପୁରଷ୍କୃତ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!