Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଗ୍ନଜିତ ନୟାଗଡ଼ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ; ବଦଳିଲେ ଏଡିଏମ ଓ ନୟାଗଡ଼ ବିଡିଓ 

by ସଞ୍ଜୟ ସ୍ୱାଇଁ
October 29, 2024
in Breaking, Nayagarh
ଲଗ୍ନଜିତ ନୟାଗଡ଼ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ; ବଦଳିଲେ ଏଡିଏମ ଓ ନୟାଗଡ଼ ବିଡିଓ 
1.5k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟ ସରକାର ଆଜି ଓଏଏସ ସ୍ତରରେ ବଡ଼ ଧରଣ ଅଦଳ ବଦଳ କରିଛନ୍ତି l ନୟାଗଡ଼ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ଲଗ୍ନଜିତ ରାଉତଙ୍କ ବଦଳି ହୋଇଛି। ଶ୍ରୀଯୁକ୍ତ ରାଉତ ନୟାଗଡ଼ ଉପ ଜିଲ୍ଲାପାଳ ଭାବେ ପୂର୍ବରୁ କାର୍ଯ୍ୟ କରିଥିଲେ। ସେହିଭଳି ଭାବେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କୁ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ନୟାଗଡ଼ ବିଡିଓ ପଦ୍ମ ଚରଣ ସାହୁଙ୍କୁ ଖୋର୍ଦ୍ଧା ଉପଜିଲ୍ଲାପାଳ ତତ ସହିତ ପୁରୀ ଶ୍ରୀମନ୍ଦିର ପ୍ରଶାସନ ସହ ଜଡିତ ରହିବେ ବୋଲି ବଦଳି ହୋଇଛି।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!