Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଥା କଟାକଟିରୁ ଏସିଡ୍‌ ମାଡ

by ସଞ୍ଜୟ ସ୍ୱାଇଁ
October 30, 2024
in Crime, State
କଥା କଟାକଟିରୁ ଏସିଡ୍‌ ମାଡ
29
VIEWS
Share on FacebookShare on Twitter

ଖଇରା, (ବାଘୁଆବାର୍ତ୍ତା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍‌ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି ା ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପ୍ରଥମେ ସୋର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ସେହିପରି ବଜାରକୁ ଆସୁଥିବା ଡାଲଙ୍ଗ ଗ୍ରାମର ଡମ୍ବରୁଧର ମଲ୍ଲିକଙ୍କ ଉପରେ ମଧ୍ୟ ଏସିଡ୍‌ ପଡିବାରୁ ସେ ଆହତ ହୋଇଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ଅନ୍ନପୂର୍ଣ୍ଣା ଜୁଏଲେରୀ ମାଲିକ ଅଶୋକ ଦୋକାନ ଭିତରେ ଥିବା ବେଳେ ତାଙ୍କ ଦୋକାନ ସମ୍ମୁଖରେ ଡାଲଙ୍ଗ ଗ୍ରାମର ମିସ୍ତ୍ରୀ ରାମଚନ୍ଦ୍ରଙ୍କ ସହ ତାଙ୍କ ଅଧୀନରେ କାମ କରୁଥିବା କିଛି ଶ୍ରମିକଙ୍କର କଥା କଟାକଟି ହୋଇଥିଲା। ଏଥିରେ ଦୋକାନୀ ଅଶୋକ ଉତ୍ତ୍ୟକ୍ତ ହୋଇ ଦୋକାନ ଆଗରେ ପାଟିତୁଣ୍ଡ ନ କରିବାକୁ ଚେତାବନୀ ଦେଇଥିଲେ। ଏହାକୁ ନେଇ ଅଶୋକ ଓ ରାମଚନ୍ଦ୍ରଙ୍କର ପାଟିତୁଣ୍ଡ ହେବା ପରେ ଅଶୋକ ଉତ୍ତ୍ୟକ୍ତ ହୋଇ ରାମଚନ୍ଦ୍ରଙ୍କ ମୁହଁକୁ ଗହଣା ଦୋକାନରେ ରଖାଯାଇଥିବା ଏସିଡ୍‌କୁ ମୁହଁକୁ ଫୋପାଡି ଥିଲେ। ଏଥିରେ ରାମଚନ୍ଦ୍ରଙ୍କ ଶରୀରର ବହୁ ଅଂଶ ପୋଡ଼ିଯାଇଥିଲା। ଅଶୋକ ଫେରାର ଥିବା ବେଳେ ଖଇରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!