Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୨୫ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମଫିଲପ୍

by ସଞ୍ଜୟ ସ୍ୱାଇଁ
November 3, 2024
in Education, State
ମାର୍ଚ୍ଚ ୬ରୁ ନବମ ଶ୍ରେଣୀ ପରୀକ୍ଷା
52
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିଠାରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୨୫ ମାଟ୍ରିକ୍ ପରୀକ୍ଷା ନିମନ୍ତେ ଫର୍ମପୂରଣ କରାଯିବ। ରେଗୁଲାର ଓ ଏକ୍ସ-ରେଗୁଲାର୍ ବିଦ୍ୟାର୍ଥୀମାନେ ଆବେଦନ କରିପାରିବେ । ୧୮ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଅନଲାଇନ୍ ଯୋଗେ ଫର୍ମପୂରଣ କରିବାକୁ ସୁଯୋଗ ମିଳିବ । ଫର୍ମଫିଲପ ସଂକ୍ରାନ୍ତରେ ଅନଲାଇନ୍ ଲିଙ୍କ୍ ଓ ସମସ୍ତ ନିର୍ଦ୍ଦେଶାବଳୀ ବୋର୍ଡ ୱେବସାଇଟରେ ଉପଲବ୍ଧ ରହିଛି । କରେସପଣ୍ଡେଣ୍ଟ କୋର୍ସରେ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀମାନେ ବୋର୍ଡ ଆଞ୍ଚଳିକ କାର୍ଯ୍ୟାଳୟରେ ଉପ-ସମ୍ପାଦକଙ୍କ ଦ୍ୱାରା ଅଫଲାଇନରେ ଫର୍ମପୂରଣ କରିପାରିବେ । ଏନେଇ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!