Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀକୁ ହତ୍ୟା କରି ସ୍ୱାମୀ ଗିରଫ

by ସଞ୍ଜୟ ସ୍ୱାଇଁ
January 21, 2021
in Crime, Nayagarh
ଲଜରେ ଯୁବକଙ୍କ ମୃତଦେହ ଉଦ୍ଧାର
452
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୂଆଗାଁ ଥାନା ଅନ୍ତର୍ଗତ କମଳାପାଟଣା ଗ୍ରାମରେ ଏକ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଗିରଫ ହୋଇଛି ସ୍ୱାମୀ ଦୟା ବେହେରା । ପାରିବାରିକ କଳହକୁ ନେଇ ସ୍ୱାମୀ ସ୍ତ୍ରୀ ମଧ୍ୟରେ ବିଭିନ୍ନ ସମୟରେ ଝଗଡ଼ା ଲାଗୁଥିଲା । ଆଜି ସ୍ତ୍ରୀ କାନ୍ତିଲତା ବେହେରାଙ୍କ ଝୁଲାନ୍ତା ମୃତ ଦେହ ଘର ଭିତରୁ ଉଦ୍ଧାର କରାଯାଇଥିଲା । ପୁଲିସ ଖବରପାଇ ଘଟଣାସ୍ଥଳରେ ପହଂଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସହ ତଦନ୍ତ ଆରମ୍ଭ କରିଥିଲା । କାନ୍ତିଲତାଙ୍କ ବାପା ଗଣିଆ ଅଂଚଳର ଯୁଗଳ ବେହେରା ତାଙ୍କ ଝିଅକୁ ଜ୍ୱାଇଁ ଦୟା ହତ୍ୟା କରି ଝୁଲାଇ ଦେଇଥିବା ନୂଆଗାଁ ଥାନାରେ ଅଭିଯୋଗ କରିଥିଲେ । ନୂଆଗାଁ ପୁଲିସ ଏକ ମାମଲା ରୁଜୁ କରି ଦୟାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ରମେଶ କୁମାର ଦେବତା ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!