Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣା, ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ଷ୍ଟିୟରିଂ କମିଟି

by ସଞ୍ଜୟ ସ୍ୱାଇଁ
November 5, 2024
in Feature News
ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣା, ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ଷ୍ଟିୟରିଂ କମିଟି
25
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କନ୍ଧମାଳରେ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ଜଣଙ୍କ ମୃତ୍ୟୁ ହେବା ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସର ଷ୍ଟିୟରିଂ କମିଟି । ଚାଉଳ ଦିଆଯାଉଛି କହି ବିଭ୍ରାନ୍ତ କରିଥିବା ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ ସହ କନ୍ଧମାଳ ଜିଲ୍ଲାପାଳଙ୍କୁ ବରଖାସ୍ତ କରିବାକୁ ଦଳ ଦାବି କରିଛି । ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ କଂଗ୍ରେସ ଷ୍ଟିଅରିଂ କମିଟି ଦାବି କରିଛି । ଏଥିସହ ଗଜପତି ଓ କନ୍ଧମାଳ ପାଇଁ ଏକ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ ପାଇଁ ଦଳ ଅନୁରୋଧ କରିଛି । କଂଗ୍ରେସ ଟିମ ଭେଟିବା ପରେ ରାଜ୍ୟପାଳ, ମୁଖ୍ୟ ଶାସନ ସଚିବଙ୍କୁ ଏନେଇ ଏକ ରିପୋର୍ଟ ମାଗିଛନ୍ତି । ରାଜ୍ୟପାଳ ନିଜେ ଗସ୍ତ କରି ଥରେ ସେ ଅଂଚଳ ବୁଲି ଆସନ୍ତୁ କଂଗ୍ରେସ ଅନୁରୋଧ କରିଛି ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!