Saturday, November 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ ବରିଷ୍ଠ କିରାଣୀ

by ସଞ୍ଜୟ ସ୍ୱାଇଁ
November 5, 2024
in Crime, State
ବନ୍ଧା ହେଲେ ବରିଷ୍ଠ କିରାଣୀ
113
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ । କେନ୍ଦୁଝର ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଛନ୍ତି ବରିଷ୍ଠ କିରାଣୀ ଶେଖରଲାଲ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ତାଙ୍କ ଠାରୁ ୨ ଲକ୍ଷ ୮୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ । ଶେଖରଲାଲଙ୍କ ଉପରେ କିଛି ଦିନ ଧରି ଭିଜିଲାନ୍ସ ବିଭାଗ ନଜର ରଖିଥିଲା । ସୋମବାର ତାଙ୍କୁ ସହରର ଅଜନ୍ତା ହୋଟେଲ ସମ୍ମୁଖରୁ ତାଙ୍କୁ ଅଟକାଇ ଯାଞ୍ଚ କରିଥିଲେ । ଯାଞ୍ଚ ସମୟରେ ତାଙ୍କ ଗାଡିରୁ ଏହି ଟଙ୍କା ଭିଜିଲାନ୍ସ ଟିମ୍ ଜବତ କରିଛି । ତେବେ ସେ ଏତେ ଟଙ୍କା କେଉଁଠୁ ଆଣିଲେ, ତାର ସଠିକ୍ ସୂଚନା ଦେଇ ପାରିନଥିଲେ । ତେଣୁ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଥିଲା । ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରିଛି ଭିଜିଲାନ୍ସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!