Monday, November 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ସାରକା

by ସଞ୍ଜୟ ସ୍ୱାଇଁ
January 22, 2021
in Feature News, Nayagarh
ନୟାଗଡ଼ରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ସାରକା
289
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ପିଟିଏସ୍ ପଡିଆରେ ଜିଲ୍ଲା ସ୍ତରୀୟ ୭୨ତମ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ । ଉକ୍ତ ଦିବସରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟର ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟଅତିଥି ଭାବେ ଯୋଗ ଦେବାର ରହିଛି । ତେଣୁ ଜିଲ୍ଲା ପ୍ରଶାସନ ତରଫରୁ ଚଳିତ ସାଧାରଣତନ୍ତ୍ର ଦିବସକୁ ବହୁ ନିରାଡ଼ମ୍ବର ଭାବେ ପାଳନ କରାଯିବ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!