ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ବୈପାରୀଗୁଡ଼ା ସିଏଚ୍ସି ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁ। ବକେୟା ଦରମା କରାଇ ଦେବାକୁ ୪୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ସୂଚନା ମିଳିଛି।