Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଳିକାପ୍ରସାଦରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
November 8, 2024
in Crime, Nayagarh, State
ବଧୂହତ୍ୟା ଘଟଣା, ସ୍ୱାମୀ ଓ ଶାଶୁ ଗିରଫ
692
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ସଦରଥାନା ଅନ୍ତର୍ଗତ କାଳିକାପ୍ରସାଦ ଗ୍ରାମରେ ଜଣେ ଯୁବକଙ୍କୁ ଗତକାଲି ଅନ୍ୟ ଜଣେ ଯୁବକ ମରଣାନ୍ତକ ଆକ୍ରମଣ କରିଛନ୍ତି । ଆକ୍ରମଣର ଶୀକାର ହୋଇଥିବା ଯୁବକ ହେଲେ ମନୋରଞ୍ଜନ ଜେନା । ଉକ୍ତ ଗ୍ରାମର ଗୋପାଳ ମହାପାତ୍ରଙ୍କ ପୁଅ ଚନ୍ଦନ ମହାପାତ୍ର କୈାଣସି କାରଣରୁ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।

ଏହି ଆକ୍ରମଣରେ ମନୋରଞ୍ଜନଙ୍କ ଗୋଟିଏ ଆଖି ନଷ୍ଟ ହୋଇଯାଇଥିବା ଦେଖାଯାଇଛି । ଏହି ଘଟଣାରେ ମନୋରଞ୍ଜନଙ୍କ ମାଆଙ୍କ ଅଭିଯୋଗ ଆଧାରରେ ସଦରଥାନା ପୁଲିସ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ଚନ୍ଦନ ଓରଫ କିରଣ ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନୟାଗଡ଼ ଏସଡିପିଓ ସୁଦର୍ଶନ ଗାଙ୍ଗୋଇ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!